5T ସଚିବଙ୍କ ବିରୋଧରେ କେନ୍ଦ୍ର ସରକାରଙ୍କ ନିକଟରେ ଅଭିଯୋଗ । ଏଭଳି ଏକ ସାଂଘାତିକ ଅଭିଯୋଗ କରିଛନ୍ତି ଓଡ଼ିଶା କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ । କେନ୍ଦ୍ରକୁ ଚିଠି ଲେଖି 5T ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ ବିରୋଧରେ ଅଭିଯୋଗ କରିଛନ୍ତି । ସେପଟେ ଓଡ଼ିଶାରେ ଜଣେ ପ୍ରଶାସକ ନିୟମ ଭାଙ୍ଗିଥିବା ଅଭିଯୋଗ ଆସିବା ପରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Culture & Literature
‘ଇନ୍ଦୁପୁର ହାଇସ୍କୁଲରେ ପଢ଼ିବା ବେଳେ ମୋ’ ଜୀବନ ଗଢ଼ି ଉଠିଥିଲା’
୧୯୩୯ ମସିହା ଫେବ୍ରୁଆରୀ ୨୭ ତାରିଖରେ ଅବିଭକ୍ତ କଟକ ଜିଲ୍ଲା ତଥା ବର୍ତ୍ତମାନର କେନ୍ଦ୍ରାପଡ଼ା ଜିଲ୍ଲାର ଚାରିଗାଁଠାରେ ଜନ୍ମ ଗ୍ରହଣ କରିଥିଲେ ପ୍ରଫେସର ବୈଷ୍ଣବ ଚରଣ ସାମଲ। ସେ କହିଛନ୍ତି, ଇନ୍ଦୁପୁର ହାଇସ୍କୁଲରେ ପାଠ ପଢ଼ିବା ବେଳେ ମୋ’ ଜୀବନ ଗଢ଼ି ଉଠିଥିଲା।
Miscellaneous
ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଏତଲା କରିଥିବା ଆଉ ୩ ଜଣ ଓହରିଲେ
ଟାଟା ମୋଟର୍ସରେ ଚାକିରି କରାଇଦେବା ନାଁରେ ପ୍ରଦୀପ ଟଙ୍କା ନେଇଥିବା ଅଭିଯୋଗ କରି ୫ ଜଣ ଥାନାରେ ମାମଲା ଦାଏର କରିଥିଲେ। ପୂର୍ବରୁ ୨ ଜଣ ଏତଲାକାରୀ ଏହି ମାମଲାରୁ ଓହରି ଯାଇଥିଲେ।
Culture & Literature
ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ଚଳିତ ବର୍ଷ ବିଶିଷ୍ଟ ସାହିତ୍ୟିକ ବୈଷ୍ଣବ ଚରଣ ସାମଲଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିବ ବୋଲି ଘୋଷଣା ହୋଇଛି। 'ଭୂତି ଭକ୍ତି ବିଭୂତି' ପ୍ରବନ୍ଧ ପୁସ୍ତକ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ।
Accident
ଆଖି ପିଛୁଳାକେ ଲାଗିଲା ନିଆଁ; ଜଳିଗଲା ସାବୁନ ଫ୍ୟାକ୍ଟ୍ରି
ପୁରୀ ମଙ୍ଗଳାଘାଟରେ ଥିବା ଏକ ସାବୁନ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଆଜି ମଧ୍ୟାହ୍ନ ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।
Crime
ବାଲି ମାଫିଆଙ୍କ ଗୁଣ୍ଡାରାଜ; ଆଇଆଇସିଙ୍କୁ ପିଟିଲେ, ଗାଡ଼ି ଭାଙ୍ଗିଲେ
ଆଇଆଇସିଙ୍କ ବେକ ଓ ପିଠିରେ ଗଭୀର ଆଘାତ ଲାଗିଛି।