Advertisment

‘ବିଜେଡି ପୋଷ୍ଟରରେ ତାଙ୍କ ଫଟୋ କେମିତି ରହୁଛି’

5T ସଚିବଙ୍କ ବିରୋଧରେ କେନ୍ଦ୍ର ସରକାରଙ୍କ ନିକଟରେ ଅଭିଯୋଗ । ଏଭଳି ଏକ ସାଂଘାତିକ ଅଭିଯୋଗ କରିଛନ୍ତି ଓଡ଼ିଶା କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ।

Advertisment

5T ସଚିବଙ୍କ ବିରୋଧରେ କେନ୍ଦ୍ର ସରକାରଙ୍କ ନିକଟରେ ଅଭିଯୋଗ । ଏଭଳି ଏକ ସାଂଘାତିକ ଅଭିଯୋଗ କରିଛନ୍ତି ଓଡ଼ିଶା କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ । କେନ୍ଦ୍ରକୁ ଚିଠି ଲେଖି 5T ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ ବିରୋଧରେ ଅଭିଯୋଗ କରିଛନ୍ତି । ସେପଟେ ଓଡ଼ିଶାରେ ଜଣେ ପ୍ରଶାସକ ନିୟମ ଭାଙ୍ଗିଥିବା ଅଭିଯୋଗ ଆସିବା ପରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର। 

Advertisment
Odisha Bijaya Patnaik
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe