କରମଣ୍ଡଳରେ ବସିଥିଲା ମୋ ପୁତୁରା। ଟ୍ରେନ ଦୁର୍ଘଟଣାଗ୍ରସ୍ତ ହେଲା, ହେଲେ ମୋ ପୁତୁରା ମିଳୁନି ବୋଲି କାନ୍ଦି କାନ୍ଦି ଏମିତି କହୁଛନ୍ତି ଜଣେ ଦାଦା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଓଡ଼ିଶାରେ ଗୋହତ୍ୟା ଓ ଗୋମାଂସ ଚାଲାଣ ଉପରେ ଲାଗିବ କଟକଣା’
ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଆଇନ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି ଯେ, ଗୋଚାଲାଣ ଓ ଗୋ ହତ୍ୟା ଉପରେ ରୋକ ଲଗାଇବାକୁ ଆମର ଆଭିମୁଖ୍ୟ ସମ୍ପୂର୍ଣ୍ଣ ସ୍ପଷ୍ଟ ।
Miscellaneous
‘ଓଡ଼ିଶାରେ ଠାବ ହୋଇଛି ୨ଟି ସୁନାଖଣି’
ଆଜି ବିଧାନସଭାରେ ବିଧାୟକ ଅଶ୍ୱିନୀ କୁମାର ପାତ୍ରଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ରାଜ୍ୟ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି ଯେ, ଦେବଗଡ଼ ଜିଳ୍ଲାର ଆଡାସ-ରାମପଲ୍ଲୀ ଅଂଚଳରେ ଭାରତୀୟ ଭୂବୈଜ୍ଞାନକ ସଂସ୍ଥା(ଜିଏସଆଇ) ଦ୍ୱାରା ଜି-୨ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ସରିଛି ।
Politics
ବିଜେଡି ସରକାରର ପୁଳାପୁଳା ‘ପାପ’ ଖୋଲିବ କେମିତି, ଚାପି ଦେବାକୁ ଉଦ୍ୟମ କରୁଛି କିଏ?
ବିଧାନସଭାର ଚଳିତ ଶୀତ ଅଧିବେଶନରେ ଝାରସୁଗୁଡ଼ାର ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ଡିସେମ୍ବର ୨ତାରିଖରେ ଅଣତାରକା ପ୍ରଶ୍ନ-୧୧୩୫ରେ ମନ୍ତ୍ରୀ ନବ ଦାସ ହତ୍ୟାର ତଦନ୍ତର ସ୍ଥିତି ଓ ଅଦ୍ୟାବଧିର କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ପ୍ରଶ୍ନ କରିଥିଲେ ।
Politics
ବିଧାନସଭାରେ ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍ ପାରିତ, ପ୍ରତିଟି ରାଜ୍ୟବାସୀଙ୍କ ମୁଣ୍ଡରେ ୨୦୧୭୭ଟଙ୍କାର ଋଣବୋଝ
ଚଳିତବର୍ଷ ରାଜ୍ୟ ସରକାର ସମ୍ବଳ ସଂଗ୍ରହ ନେଇ ଧାର୍ଯ୍ୟ ହୋଇଥିବା ଲକ୍ଷ୍ୟ ହାସଲ କରିପାରିବେ । ଚଳିତ ଆର୍ଥିକ ବର୍ଷର ନଭେମ୍ବର ମାସ ଶେଷ ସୁଦ୍ଧା ରାଜ୍ୟର ମୋଟ ରାଜସ୍ୱ ସଂଗ୍ରହ କ୍ଷେତ୍ରରେ ୧୦ ପ୍ରତିଶତ ବୃଦ୍ଧି ହାସଲ ହୋଇଛି ।
Miscellaneous
ଭୁବନେଶ୍ୱରରେ ନୂଆ ଜୁଡିସିଆଲ୍ କୋର୍ଟ କମ୍ପ୍ଲେକ୍ସ ଲୋକାର୍ପିତ
ରାଷ୍ଟ୍ରପତି କହିଛନ୍ତି, ଶୁଣାଣି ବେଳେ ବାରମ୍ବାର ତାରିଖ ଘୁଞ୍ଚାଇବା ପ୍ରକ୍ରିୟାରେ ଯେପରି ପୂର୍ଣ୍ଣଛେଦ ପଡ଼ିବ ତା’ ଉପରେ ଗୁରୁତ୍ୱ ଦିଆଯିବ ବୋଲି ଆଶା କରୁଛି।