‘ଲକ୍ଷ୍ମଣ ରେଖା ଅତିକ୍ରମ କରିବା ଉଚିତ ନୁହେଁ’ | Odisha Reporter
ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ପରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ବି ବିଜେଡିକୁ କଡ଼ା ସମାଲୋଚନା କରିଛନ୍ତି। ଜଣେ ସରକାରୀ ଚାକିରି କରୁଥିବା ଲୋକ ଓଡ଼ିଶାରେ ସିଧାସଳଖ ରାଜନୀତି କରିପାରିବେ ନାହିଁ। ଆଇନ କି ବ୍ୟବସ୍ଥାର ଉର୍ଦ୍ଧ୍ଵରେ କେହି ନୁହନ୍ତି। ବ୍ୟବସ୍ଥା ଭିତରେ ରହି କେହି ବି ଲକ୍ଷ୍ମଣ ରେଖା ଅତିକ୍ରମ କରିବା ଉଚିତ ନୁହେଁ ବୋଲି କହିଲେ ସଭାପତି ମନମୋହନ ସାମଲ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
