Advertisment

‘ଲକ୍ଷ୍ମଣ ରେଖା ଅତିକ୍ରମ କରିବା ଉଚିତ ନୁହେଁ’

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ପରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ବି ବିଜେଡିକୁ କଡ଼ା ସମାଲୋଚନା କରିଛନ୍ତି। ଜଣେ ସରକାରୀ ଚାକିରି କରୁଥିବା ଲୋକ ଓଡ଼ିଶାରେ ସିଧାସଳଖ ରାଜନୀତି କରିପାରିବେ ନାହିଁ। ଆଇନ କି ବ୍ୟବସ୍ଥାର ଉର୍ଦ୍ଧ୍ଵରେ କେହି ନୁହନ୍ତି। ବ୍ୟବସ୍ଥା ଭିତରେ ରହି କେହି ବି ଲକ୍ଷ୍ମଣ ରେଖା ଅତିକ୍ରମ କରିବା ଉଚିତ ନୁହେଁ ବୋଲି କହିଲେ ସଭାପତି ମନମୋହନ ସାମଲ।

Bjp BjD Odisha Bureaucracy Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe