‘ମୁଖ୍ୟମନ୍ତ୍ରୀଙ୍କ ହାତ ଆମ ଉପରେ ଅଛି’ | Odisha Reporter
ନବ ଦାସ ହତ୍ୟା ପ୍ରସଙ୍ଗରେ ଝିଅ ଦୀପାଳି ଦାସଙ୍କ ପ୍ରତିକ୍ରିୟା। କହିଲେ- ବାପାଙ୍କ ହତ୍ୟାକୁ ରାଜନୈତିକ ପ୍ରସଙ୍ଗ ନକରାଯାଉ, ଜଣେ ଜଜ୍ଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି, ଏହାସହ ମୁଖ୍ୟମନ୍ତ୍ରୀଙ୍କ ଉପରେ ତାଙ୍କର ଭରସା ଅଛି ବୋଲି କହିଛନ୍ତି। ଏଥିସହ ତଦନ୍ତ ରିପୋର୍ଟ ବାହାରକୁ ନ ଆସିବା ପର୍ଯ୍ୟନ୍ତ ସେ କିଛି କହି ପାରିବେନି ବୋଲି କହିଛନ୍ତି। ଆଗକୁ ନିର୍ବାଚନ ଲଢ଼ିବେ କି ବୋଲି ପଚରାଯିବାରୁ ମୁଖ୍ୟମନ୍ତ୍ରୀ ଯାହା ନିଷ୍ପତ୍ତି ନେବେ ତାକୁ ମାନିନେବୁ ବୋଲି କହିଛନ୍ତି ଦୀପାଳି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
