Advertisment

'ଆମ ଭିତରେ ବହୁତ ପୁରୁଣା ବନ୍ଧୁତା ଅଛି'

ନବୀନ ନିବାସରେ ମମତା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ- ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ଥିଲା, ଆମ ଭିତରେ ବହୁତ ପୁରୁଣା ବନ୍ଧୁତ୍ୱ, ସୁନ୍ଦର ସଂପର୍କ ଅଛି, କିଛି ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଚର୍ଚ୍ଚା ହୋଇନି।

author-image
Manoj Swain

ନବୀନ ନିବାସରେ ମମତା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ- ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ଥିଲା, ଆମ ଭିତରେ ବହୁତ ପୁରୁଣା ବନ୍ଧୁତା ଓ ସୁନ୍ଦର ସଂପର୍କ ଅଛି, କିଛି ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଚର୍ଚ୍ଚା ହୋଇନି।

Advertisment
Odisha Mamata Banerjee Naveen Patnaik