Advertisment

'ଆମ ଭିତରେ ବହୁତ ପୁରୁଣା ବନ୍ଧୁତା ଅଛି'

ନବୀନ ନିବାସରେ ମମତା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ- ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ଥିଲା, ଆମ ଭିତରେ ବହୁତ ପୁରୁଣା ବନ୍ଧୁତ୍ୱ, ସୁନ୍ଦର ସଂପର୍କ ଅଛି, କିଛି ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଚର୍ଚ୍ଚା ହୋଇନି।

Advertisment

ନବୀନ ନିବାସରେ ମମତା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ- ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ଥିଲା, ଆମ ଭିତରେ ବହୁତ ପୁରୁଣା ବନ୍ଧୁତା ଓ ସୁନ୍ଦର ସଂପର୍କ ଅଛି, କିଛି ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଚର୍ଚ୍ଚା ହୋଇନି।

Advertisment
Naveen Patnaik Mamata Banerjee Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe