ରାଜ୍ୟରେ ପ୍ରଶାସନିକ ବ୍ୟବସ୍ଥାରେ ଥିବା କିଛି ଅଧିକାରୀ ନିୟମକାନୁନ ଭଙ୍ଗ କରିଥିବା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ନେବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଣ କରିବେ ବୋଲି ପ୍ରଶ୍ନ କରିଛନ୍ତି ବରିଷ୍ଠ ସାମ୍ୱାଦିକ ପ୍ରସନ୍ନ ମହାନ୍ତି।