କଟକରୁ ୧୧୪ ପଜିଟିଭ ଚିହ୍ନଟ

କଟକ:(ଓଡ଼ିଶା ରିପୋର୍ଟର): କଟକ ମହାନଗର ଅଞ୍ଚଳରେ ପୁଣି ୧୧୪ ପଜିଟିଭ ଚିହ୍ନଟ ହୋଇଛନ୍ତି। ସରକାରୀ କ୍ୱାରେଣ୍ଟିନରୁ ୩୪; ହୋମ କ୍ୱାରେଣ୍ଟିନରୁ ୪୭ ଚିହ୍ନଟ ହୋଇଛନ୍ତି। ଲୋକାଲ କଣ୍ଟାକ୍ଟ କେସ୍‌ର ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

SCB ଆଇସୋଲେସନ ୱାର୍ଡରୁ ୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଉ ୯ କୋଭିଡ ଯୋଦ୍ଧା ମଧ୍ୟ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ନୂଆବଜାର ଶାସ୍ତ୍ରୀ ନଗରରୁ ୭, ଚାଉଳିଆଗଞ୍ଜ ଅପର୍ଣ୍ଣା ନଗରରୁ ୫, ରାଣୀହାଟରୁ ୪, ଓଡ଼ିଆ ବଜାରରୁ ମଧ୍ୟ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଝାଞ୍ଜିରମଙ୍ଗଳା ବାଲିସାହିରୁ ୮ ଲୋକାଲ କଣ୍ଟାକ୍ଟ କେସ୍ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ନିର୍ବାଚନୀ ଲଲିପପ୍ : ତିର୍ତ୍ତୋଲରେ ବ୍ରିଜ୍ ଓ ବାଲେଶ୍ୱରରେ ଆଦର୍ଶ ବସ୍ତି କଲୋନୀର ଶିଳାନ୍ୟାସ

ବିଜେଡି ବିଧାୟକ ଦଳ ବୈଠକ: କେନ୍ଦ୍ରକୁ ବିରୋଧ ପାଇଁ ବି ଭୟ

ସୁସ୍ଥ ହେଲେ ୪୦୧୪

ସଫଳ ହୋଇଛି ପ୍ୟାରୀଙ୍କ ବିଦ୍ରୋହ!

ନୂଆ ରାସ୍ତାରେ ପାଦ ଥାପିଲେ ବର୍ଷା

ଆଜି ଆଉ ୩୪୨ ଆକ୍ରାନ୍ତ ଚିହ୍ନଟ

କଳ୍ପତରୁଙ୍କ ଖୋଲା ଚିଠି: ହେ ନବୀନ ବାବୁ ମୁଁ ଦଳ ପାଇଁ ଯୌବନକୁ ନଷ୍ଟ କରିଛି, ଚାଟୁକାରିତା କେତେ ଦିନ ଚାଲିବ ?

ଇସ୍ତଫା ପରେ ବିଜେଡିରୁ ବହିଷ୍କୃତ ହେଲେ କଳ୍ପତରୁ ଓଝା

ଆଜି ବସିବ କଂଗ୍ରେସ ଓ ଶାସକ ବିଜେଡିର ବିଧାୟକ ଦଳ ବୈଠକ

ରାଜ୍ୟରେ ୮୦୦ ପାର୍‌ କଲା କରୋନା ମୃତକଙ୍କ ସଂଖ୍ୟା

ସମ୍ବଲପୁରୀ ଶାଢ଼ୀକୁ ପଶ୍ଚିମବଙ୍ଗର ଦର୍ଶାଇ ବିକୁଥିଲା ଆମାଜନ୍‌, ଦୋଷ ମାନିଲା

ଆଜି ବାହାରିବ ଯୁକ୍ତ ୩ ଆଡମିଶନ୍‌ର ପ୍ରଥମ ମେରିଟ୍ ଲିଷ୍ଟ