ୱାନ ନେସନ୍ ୱାନ ରାସନ କାର୍ଡ : ଓଡ଼ିଶାରେ ୧.୧୦ଲକ୍ଷ ପରିବାର ଉପକୃତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ସରକାରଙ୍କ ମହତ୍ୱାକାଂକ୍ଷୀ ଯୋଜନା ‘ୱାନ ନେସନ ୱାନ ରାସନ କାର୍ଡ’ ଯୋଗୁ ଓଡ଼ିଶାରେ ମୋଟ ୧.୧୦ଲକ୍ଷ ପରିବାର ଉପକୃତ ହୋଇଛନ୍ତି । ଏହି ଯୋଜନାରେ ଅଧିକ ସଂଖ୍ୟକ ହିତାଧିକାରୀଙ୍କୁ ସୁବିଧା ପ୍ରଦାନ ଦେବାକୁ ରାଜ୍ୟ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି । ବିଧାନସଭାରେ ସ୍ୱାଧୀନ ବିଧାୟକ ମକରନ୍ଦ ମୁଦୁଲିଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତର ଦେଇ ଖାଦ୍ୟଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି ଯେ, ୨୦୨୧ ଜୁଲାଇ ୨୯ତାରିଖ ଠାରୁ ଏହି […]

Rice

Rice

Ordigital Desk
  • Published: Wednesday, 13 July 2022
  • Updated: 13 July 2022, 06:00 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ସରକାରଙ୍କ ମହତ୍ୱାକାଂକ୍ଷୀ ଯୋଜନା ‘ୱାନ ନେସନ ୱାନ ରାସନ କାର୍ଡ’ ଯୋଗୁ ଓଡ଼ିଶାରେ ମୋଟ ୧.୧୦ଲକ୍ଷ ପରିବାର ଉପକୃତ ହୋଇଛନ୍ତି । ଏହି ଯୋଜନାରେ ଅଧିକ ସଂଖ୍ୟକ ହିତାଧିକାରୀଙ୍କୁ ସୁବିଧା ପ୍ରଦାନ ଦେବାକୁ ରାଜ୍ୟ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି ।

ବିଧାନସଭାରେ ସ୍ୱାଧୀନ ବିଧାୟକ ମକରନ୍ଦ ମୁଦୁଲିଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତର ଦେଇ ଖାଦ୍ୟଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି ଯେ, ୨୦୨୧ ଜୁଲାଇ ୨୯ତାରିଖ ଠାରୁ ଏହି ଯୋଜନା ଓଡ଼ିଶାରେ ଲାଗୁ ହୋଇଛି । ଏହି ଯୋଜନା ମାଧ୍ୟମରେ ରାଜ୍ୟର ୧୦୫୭୮ଟି ସୁଲଭ ମୂଲ୍ୟ ଦୋକାନ ମାଧ୍ୟମରେ ୧.୧୦ଲକ୍ଷ ପରିବାର ଉପକୃତ ହୋଇଛନ୍ତି । ସେହିପରି ୫୩୩ଜଣ ଅନ୍ତଃରାଜ୍ୟ ହିତାଧିକାରୀମାନେ ଏହି ଯୋଜନାରେ ଉପକୃତ ହେଉଥିବାବେଳେ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ସମସ୍ତ ହିତାଧିକାରୀଙ୍କୁ ୱାନ ନେସନ, ୱାନ କାର୍ଡ ଯୋଜନାର ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି ।

ସୂଚନାଯୋଗ୍ୟ, ଓଡ଼ିଶାରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ-୨୦୧୩ ଅନ୍ତର୍ଗତ ମୋଟ ୯୩,୧୩,୪୪୮ଟି ପରିବାରକୁ ରାସନକାର୍ଡ ମିଳିଛି ଓ ୩କୋଟି ୩୩ଲକ୍ଷ ୨୭ହଜାର ୨୫୫ଜଣ ଉପକୃତ ହେଉଛନ୍ତି । ସେହିପରି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ୨ଲକ୍ଷ ୬୧ହଜାର ୨୨୭ଟି ପରିବାରର ୮ଲକ୍ଷ ୮ହଜାର ୮୦୦ଟି ଜଣ ଯୋଗ୍ୟ ହିତାଧିକାରୀ ସାମିଲ ଅଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story