/odisha-reporter/media/post_attachments/uploads/2020/07/jail-56-99.jpg)
jail
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାରଙ୍ଗ ଅଞ୍ଚଳରୁ ଗିରଫ ହୋଇ ଚୌଦ୍ୱାର ଜେଲ୍କୁ ପଠାଯାଇଥିବା ଜଣେ ଅଭିଯୁକ୍ତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେଣୁ ବାରଙ୍ଗ ଥାନକୁ ସାନିଟାଇଜ୍ କରାଯିବ। ଏଥିସହ ବାରଙ୍ଗ ଥାନା ଓ ଫାଣ୍ଡିର ସମସ୍ତ ପୁଲିସ କର୍ମଚାରୀଙ୍କ ସ୍ୱାବ୍ ସଂଗ୍ରହ ହୋଇଛି। ସମସ୍ତ ଷ୍ଟାଫ୍ ହୋମ୍ ଆଇସୋଲେସନ୍ରେ ଥିବା କଟକ ଡିସିପି କହିଛନ୍ତି।
Advertisment
୨ ଦିନ ତଳେ ବାରଙ୍ଗ ଅଞ୍ଚଳରୁ ପୁଲିସ୍ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏହାପରେ ତାଙ୍କୁ ଚୌଦ୍ୱାର ଜେଲ୍କୁ ପଠାଇ ଦିଆଯାଇଥିଲା।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
