ଅଭିଯୁକ୍ତ କରୋନା ପଜିଟିଭ, ହୋମ୍ ଆଇସୋଲେସନ୍‌ରେ ପୁଲିସ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ବାରଙ୍ଗ ଅଞ୍ଚଳରୁ ଗିରଫ ହୋଇ ଚୌଦ୍ୱାର ଜେଲ୍‌କୁ ପଠାଯାଇଥିବା ଜଣେ ଅଭିଯୁକ୍ତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେଣୁ ବାରଙ୍ଗ ଥାନକୁ ସାନିଟାଇଜ୍ କରାଯିବ।  ଏଥିସହ ବାରଙ୍ଗ ଥାନା ଓ ଫାଣ୍ଡିର ସମସ୍ତ ପୁଲିସ କର୍ମଚାରୀଙ୍କ ସ୍ୱାବ୍ ସଂଗ୍ରହ ହୋଇଛି। ସମସ୍ତ ଷ୍ଟାଫ୍ ହୋମ୍ ଆଇସୋଲେସନ୍‌ରେ ଥିବା କଟକ ଡିସିପି କହିଛନ୍ତି। ୨ ଦିନ ତଳେ ବାରଙ୍ଗ ଅଞ୍ଚଳରୁ ପୁଲିସ୍‌ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏହାପରେ ତାଙ୍କୁ ଚୌଦ୍ୱାର ଜେଲ୍‌କୁ ପଠାଇ ଦିଆଯାଇଥିଲା। […]

jail

Jyoshna Pradhan
  • Published: Thursday, 23 July 2020
  • , Updated: 23 July 2020, 12:28 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ବାରଙ୍ଗ ଅଞ୍ଚଳରୁ ଗିରଫ ହୋଇ ଚୌଦ୍ୱାର ଜେଲ୍‌କୁ ପଠାଯାଇଥିବା ଜଣେ ଅଭିଯୁକ୍ତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେଣୁ ବାରଙ୍ଗ ଥାନକୁ ସାନିଟାଇଜ୍ କରାଯିବ।  ଏଥିସହ ବାରଙ୍ଗ ଥାନା ଓ ଫାଣ୍ଡିର ସମସ୍ତ ପୁଲିସ କର୍ମଚାରୀଙ୍କ ସ୍ୱାବ୍ ସଂଗ୍ରହ ହୋଇଛି। ସମସ୍ତ ଷ୍ଟାଫ୍ ହୋମ୍ ଆଇସୋଲେସନ୍‌ରେ ଥିବା କଟକ ଡିସିପି କହିଛନ୍ତି।

୨ ଦିନ ତଳେ ବାରଙ୍ଗ ଅଞ୍ଚଳରୁ ପୁଲିସ୍‌ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏହାପରେ ତାଙ୍କୁ ଚୌଦ୍ୱାର ଜେଲ୍‌କୁ ପଠାଇ ଦିଆଯାଇଥିଲା।

 

Related story