ଆନନ୍ଦପୁର(ଓଡ଼ିଶା ରିପୋର୍ଟର): କେନ୍ଦୁଝର ଜିଲ୍ଲା କରଞ୍ଜିଆ ରାସ୍ତାର ଜାମୁନଣ୍ଡାରେ ଛକ ନିକଟରେ ଏକ ଅଟୋ ସହ ଆମ୍ବୁଲାନ୍ସର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ଜଣ ଆହତ ହୋଇଛନ୍ତି।
ଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟ ୫ ଜଣଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଗତକାଲି ରାତି ପ୍ରାୟ ୧୨ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଯାତ୍ରୀମାନେ ଅଟୋରେ ଯାତ୍ରା ଦେଖିବା ପାଇଁ କାଠକଟାରୁ ଠାକୁରମୁଣ୍ଡାକୁ ଯାଉଥିଲା ବେଳେ ଦୁର୍ଘଟଣା ଘଟିଥିଲା। ଅନ୍ୟପଟେ ଆମ୍ବୁଲାନ୍ସଟି ରୋଗୀଙ୍କୁ ଘରେ ଛାଡ଼ି ଫେରୁଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।