ଆମ୍ବୁଲାନ୍ସ-ଅଟୋ ମୁହାଁମୁହିଁ ଧକ୍କା

ଆନନ୍ଦପୁର(ଓଡ଼ିଶା ରିପୋର୍ଟର): କେନ୍ଦୁଝର ଜିଲ୍ଲା କରଞ୍ଜିଆ ରାସ୍ତାର ଜାମୁନଣ୍ଡାରେ ଛକ ନିକଟରେ ଏକ ଅଟୋ ସହ ଆମ୍ବୁଲାନ୍ସର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ଜଣ ଆହତ ହୋଇଛନ୍ତି। ଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟ ୫ ଜଣଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗତକାଲି ରାତି ପ୍ରାୟ ୧୨ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଯାତ୍ରୀମାନେ ଅଟୋରେ ଯାତ୍ରା ଦେଖିବା ପାଇଁ କାଠକଟାରୁ ଠାକୁରମୁଣ୍ଡାକୁ […]

acccc9999

acccc9999

Tapaswini Nayak
  • Published: Friday, 09 November 2018
  • Updated: 09 November 2018, 07:43 AM IST

Sports

Latest News

ଆନନ୍ଦପୁର(ଓଡ଼ିଶା ରିପୋର୍ଟର): କେନ୍ଦୁଝର ଜିଲ୍ଲା କରଞ୍ଜିଆ ରାସ୍ତାର ଜାମୁନଣ୍ଡାରେ ଛକ ନିକଟରେ ଏକ ଅଟୋ ସହ ଆମ୍ବୁଲାନ୍ସର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ଜଣ ଆହତ ହୋଇଛନ୍ତି।

ଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟ ୫ ଜଣଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଗତକାଲି ରାତି ପ୍ରାୟ ୧୨ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଯାତ୍ରୀମାନେ ଅଟୋରେ ଯାତ୍ରା ଦେଖିବା ପାଇଁ କାଠକଟାରୁ ଠାକୁରମୁଣ୍ଡାକୁ ଯାଉଥିଲା ବେଳେ ଦୁର୍ଘଟଣା ଘଟିଥିଲା। ଅନ୍ୟପଟେ ଆମ୍ବୁଲାନ୍ସଟି ରୋଗୀଙ୍କୁ ଘରେ ଛାଡ଼ି ଫେରୁଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story