ଟ୍ରକ୍‌କୁ ପଛରୁ ପିଟିଲା ଓମ୍‌ ଶାନ୍ତି ବସ୍‌; ଜଣେ ମୃତ, ୮ ଆହତ

ଖୋର୍ଦ୍ଧା(ଓଡ଼ିଶା ରିପୋର୍ଟର):  ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ଟ୍ରକ୍‌କୁ  ଯାତ୍ରୀବାହୀ ବସ୍‌ ପଛରୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ଜଣ ଆହତ ହୋଇଛନ୍ତି।  ଆହତମାନଙ୍କୁ ଖୋର୍ଦ୍ଧା ଜିଲ୍ଲା ଡାକ୍ତରଖାନାରରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ କେତେ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଭୁବନେଶ୍ୱର ଏମ୍ସକୁ ପଠାଯିବ ବୋଲି ସୂଚନା ମିଳିଛି।  ତେବେ ମୃତ ବ୍ୟକ୍ତିଙ୍କର ପରିଚୟ ମିଳିନାହିଁ। ଆଜି ସକାଳ ପ୍ରାୟ ୮ଟା ସମୟରେ ଓମ୍‌ ଶାନ୍ତି […]

accident

accident

Tapaswini Nayak
  • Published: Tuesday, 12 July 2022
  • Updated: 12 July 2022, 09:30 AM IST

Sports

Latest News

ଖୋର୍ଦ୍ଧା(ଓଡ଼ିଶା ରିପୋର୍ଟର):  ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ଟ୍ରକ୍‌କୁ  ଯାତ୍ରୀବାହୀ ବସ୍‌ ପଛରୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ଜଣ ଆହତ ହୋଇଛନ୍ତି।  ଆହତମାନଙ୍କୁ ଖୋର୍ଦ୍ଧା ଜିଲ୍ଲା ଡାକ୍ତରଖାନାରରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ କେତେ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଭୁବନେଶ୍ୱର ଏମ୍ସକୁ ପଠାଯିବ ବୋଲି ସୂଚନା ମିଳିଛି।  ତେବେ ମୃତ ବ୍ୟକ୍ତିଙ୍କର ପରିଚୟ ମିଳିନାହିଁ।

ଆଜି ସକାଳ ପ୍ରାୟ ୮ଟା ସମୟରେ ଓମ୍‌ ଶାନ୍ତି ନାମକ ବସ୍‌ଟି ଭୁବନେଶ୍ୱରରୁ ବୁଗୁଡା ଯାଉଥିଲା। ଏହି ସମୟରେ ୧୬ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ଟ୍ରକ୍‌କୁ ପଛରୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିଲା ବେଳେ ଆହତମାନଙ୍କୁ ସ୍ଥାନୀୟ ଲୋକ ଓ ପୁଲିସ ଆମ୍ବୁଲାନ୍ସ ସାହାଯ୍ୟରେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

ବସ୍‌ରେ ୪୦ରୁ ଅଧିକ ଯାତ୍ରୀ ଥିଲେ। ଦୁର୍ଘଟଣାରେ ବସ୍‌ର ସମ୍ମୁଖ ଅଂଶଟି ନଷ୍ଟ ହୋଇଯାଇଛି। ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି। ତେବେ ଟ୍ରକରେ ଥିବା ଡ୍ରାଇଭର ଓ ହେଲପରଙ୍କର କିଛି ହୋଇନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story