ଟ୍ରକ୍‌କୁ ଧକ୍କା ଦେଲା ଗୋରୁ ବୋଝେଇ ଟ୍ରକ୍‌

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ସଦର ଥାନା ୪୯ ନମ୍ବର ଜାତୀୟ ରାଜପଥର ଶୁଆକାଟି ଛକ ନିକଟରେ ଏକ ଟ୍ରକ୍‌କୁ ପଛରୁ ଧକ୍କା ଦେଇଛି ଗୋରୁ ବୋଝେଇ ଟ୍ରକ୍‌। ଦୁର୍ଘଟଣାରେ ଗୋରୁ ବେପାରୀଙ୍କ ସହ ୯ଟି ଗୋରୁଙ୍କ ମୃତ୍ୟୁ ଘଟିଛି।୬ଟି ଗୋରୁ ମଧ୍ୟ ଆହତ ହୋଇଛନ୍ତି। ଗୋରୁ ବେପାରୀଙ୍କ ପରିଚୟ ମିଳିନାହିଁ। ଆଜି ଭୋରରୁ ଶୁଆକାଟି ଛକ ନିକଟରେ ଏକ ଟ୍ରକ୍‌ ରାସ୍ତାକଡ଼ରେ ଠିଆ ହୋଇଥିଲା। ଏହି ସମୟରେ ଗୋରୁ ବୋଝେଇ ଟ୍ରକ୍‌ଟି  ଦ୍ରୁତ ଗତିରେ ଆସି […]

accident

accident

Tapaswini Nayak
  • Published: Monday, 01 August 2022
  • Updated: 01 August 2022, 09:28 AM IST

Sports

Latest News

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ସଦର ଥାନା ୪୯ ନମ୍ବର ଜାତୀୟ ରାଜପଥର ଶୁଆକାଟି ଛକ ନିକଟରେ ଏକ ଟ୍ରକ୍‌କୁ ପଛରୁ ଧକ୍କା ଦେଇଛି ଗୋରୁ ବୋଝେଇ ଟ୍ରକ୍‌। ଦୁର୍ଘଟଣାରେ ଗୋରୁ ବେପାରୀଙ୍କ ସହ ୯ଟି ଗୋରୁଙ୍କ ମୃତ୍ୟୁ ଘଟିଛି।୬ଟି ଗୋରୁ ମଧ୍ୟ ଆହତ ହୋଇଛନ୍ତି। ଗୋରୁ ବେପାରୀଙ୍କ ପରିଚୟ ମିଳିନାହିଁ।

ଆଜି ଭୋରରୁ ଶୁଆକାଟି ଛକ ନିକଟରେ ଏକ ଟ୍ରକ୍‌ ରାସ୍ତାକଡ଼ରେ ଠିଆ ହୋଇଥିଲା। ଏହି ସମୟରେ ଗୋରୁ ବୋଝେଇ ଟ୍ରକ୍‌ଟି  ଦ୍ରୁତ ଗତିରେ ଆସି ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକ୍‌କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଗୋରୁ ବେପାରୀଙ୍କ ସହ ୯ଟି ଗୋରୁଙ୍କର ମୃତ୍ୟୁ ଘଟିଥିଲା।  ଆହତ ଗୋରୁଙ୍କୁ ପଶୁ ଚିକିତ୍ସକ ଚିକିତ୍ସା କରିଛନ୍ତି।

ସ୍ଥାନୀୟ ଲୋକମାନେ  ଅନ୍ୟ ଗୋରୁଙ୍କ ବେକରୁ ଦୌଡି ଖୋଲି  ଦେବାରୁ ସେମାନେ ପାଖ ଜଙ୍ଗଲକୁ ଚାଲି ଯାଇଛନ୍ତି। ଦୁର୍ଘଟଣା ପରେ  ଟ୍ରକ୍‌ ଛାଡ଼ ଗାଡ଼ି ଡ୍ରାଇଭର ଫେରାର ହୋଇଯାଇଛି।

ପୁଲିସ ଗାଡ଼ିକୁ ଜବତ କରି ତଦନ୍ତ କରୁଛି। ଅନ୍ୟ ଏକ ଟ୍ରକ୍‌ରେ ଡ୍ରାଇଭର ଓ ହେଲପରଙ୍କର କିଛି ହୋଇ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story