ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏଣିକି ୬ କଏଦୀଙ୍କ ପାଇଁ ମୁତୟନ ହେବେ ଜଣେ ସୁରକ୍ଷାକର୍ମୀ। ସରକାରଙ୍କ ଅନୁମୋଦନ ପରେ ଲାଗୁ ହେଲା ନୂଆ ଜେଲ୍ ମାନୁଆଲ୍। ସେପ୍ଟେମ୍ବର ୨୯ରେ ବିଜ୍ଞପ୍ତି ପ୍ରକାଶ ପରେ କାର୍ଯ୍ୟକାରୀ ହେଲା ନୂଆ ଜେଲ୍ ମାନୁଆଲ୍।
ନୂଆ ମାନୁଆଲ୍ରେ କଏଦୀଙ୍କ ସୁରକ୍ଷା, ମାନବାଧିକାର ଯେପରି ଅକ୍ଷୁର୍ଣ୍ଣ ରୁହେ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ଜେଲ୍ରେ କଏଦୀଙ୍କ ଚିକିତ୍ସା ସୁବିଧା, ଜେଲ୍ ପରିଚାଳନାକୁ ବି ଗୁରୁତ୍ୱ ଦିଆଯାଇଛି।
ସର୍କଲ ଜେଲ୍ରେ ହଜାରେ, ଜିଲ୍ଲା ଜେଲ୍ରେ ୫୦୦ କଏଦୀ ରହିପାରିବେ। ସବ୍ ଜେଲ୍ରେ ୩୦୦ କଏଦୀଙ୍କ ରହିବା ନେଇ ମାନୁଆଲ୍ରେ ବ୍ୟବସ୍ଥା ହୋଇଛି। ଦୋଷୀ କଏଦୀଙ୍କୁ ମାସରେ ୨ ଥର ସାକ୍ଷାତକାର ଦେବାକୁ ଅନୁମତି ମିଳିଛି।
ପୂର୍ବରୁ ୧୯୪୨ର ଜେଲ୍ ମାନୁଆଲକୁ ଅନୁସରଣ କରାଯାଉଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଗଙ୍ଗା ସାଗର ମେଳା ଆରମ୍ଭ, ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଉତ୍ତରପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା ଆରମ୍ଭ ହୋଇଥିବା ବେଳେ ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲା ସାଗରଦୀପ ଗଙ୍ଗା ଓ ସାଗର ସଙ୍ଗମ ସ୍ଥଳରେ ଆରମ୍ଭ ହୋଇଛି ଗଙ୍ଗା ସାଗର ମେଳା ।
Events & Festivals
ଆଜି ପୌଷ ପୂର୍ଣ୍ଣିମା, ସୁନା ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ଆଜି ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ସୁନା ବେଶ ବା ରାଜ ରାଜେଶ୍ୱର ବେଶରେ ବିଭୂଷିତ ହେବେ।
Science & Environment
ମନ ଜିଣିଥିଲା ମହେନ୍ଦ୍ର, ୬୬ ବର୍ଷରେ ଆଖି ବୁଜିଲା
ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟରେ ଆଖି ବୁଜିଲା ପୋଷା ଦନ୍ତା ହାତୀ ‘ମହେନ୍ଦ୍ର’। ମୃତ୍ୟୁ ବେଳକୁ ତାକୁ ୬୬ ବର୍ଷ ବୟସ ହୋଇଥିଲା। ସେ ଗତ କିଛି ଦିନ ହେବ ଅସୁସ୍ଥ ଥିବା ବେଳେ ତା’ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ହେଉଥିଲା।
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା ପାଇଁ କାଲି MOU; ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।