Advertisment

ଶ୍ରୀମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରର ଜଣେ ସେବାୟତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରଥଯାତ୍ରା ପୂର୍ବରୁ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲକୁ ପଠାଯାଇଛି। ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ସହ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ କରାଯାଇଛି। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ଗତକାଲି ୧୧୪୩ ସେବାୟତଙ୍କ କରୋନା ଟେଷ୍ଟ ହୋଇଥିଲା। ଜଣଙ୍କୁ ଛାଡ଼ି ବାକି ୧୧୪୨ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି। ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ୫ ହଜାର ୩୦୩କୁ ବୃଦ୍ଧି ପାଇଛି […]

ଅଦ୍ୟତନ ହୋଇଛି
ପୌର ପରିଷଦ ଅଫିସ୍‌ରେ ପଶିଲା କରୋନା

odisha-corona

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରର ଜଣେ ସେବାୟତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରଥଯାତ୍ରା ପୂର୍ବରୁ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲକୁ ପଠାଯାଇଛି। ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ସହ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ କରାଯାଇଛି। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ଗତକାଲି ୧୧୪୩ ସେବାୟତଙ୍କ କରୋନା ଟେଷ୍ଟ ହୋଇଥିଲା। ଜଣଙ୍କୁ ଛାଡ଼ି ବାକି ୧୧୪୨ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ୫ ହଜାର ୩୦୩କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୩୭୨୦ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୧୫୬୨ ଜଣ ଚିକିତ୍ସାଧୀନ ଅଛନ୍ତି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe