ଘାତକ ସାଜିଲାଣି ମେ’, ରାଜ୍ୟରେ ଆଖି ବୁଜିଲେ ୧୯ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସହିତ ତାଳ ଦେଇ ମୃତ୍ୟୁ ସଂଖ୍ୟା ବି ବଢ଼ି ଚାଲିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆଜି ଦିଆଯାଇଥିବା ସୂଚନା ଅନୁଯାୟୀ, କରୋନାରେ ଆଉ ୧୯ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୪୦କୁ ବୃଦ୍ଧି ପାଇଛି। ୧୯ ମୃତକଙ୍କ ମଧ୍ୟରେ ୯ ଜଣ ମହିଳା ଅଛନ୍ତି। ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪ […]

Corona

Corona

Niharika Rout
  • Published: Friday, 07 May 2021
  • Updated: 07 May 2021, 10:27 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସହିତ ତାଳ ଦେଇ ମୃତ୍ୟୁ ସଂଖ୍ୟା ବି ବଢ଼ି ଚାଲିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆଜି ଦିଆଯାଇଥିବା ସୂଚନା ଅନୁଯାୟୀ, କରୋନାରେ ଆଉ ୧୯ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୪୦କୁ ବୃଦ୍ଧି ପାଇଛି।

୧୯ ମୃତକଙ୍କ ମଧ୍ୟରେ ୯ ଜଣ ମହିଳା ଅଛନ୍ତି। ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ଅନୁଗୋଳ, ବଲାଙ୍ଗିର, କଟକ, ଦେବଗଡ଼, ଗଜପତି,ଝାରସୁଗୁଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଖୋର୍ଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ସର୍ବାଧିକ ୩୮୨ରେ ପହଞ୍ଚିଥିବା ବେଳେ ସୁନ୍ଦରଗଡ଼ରେ ୨୦୫, ଗଞ୍ଜାମରେ ୨୬୨, ପୁରୀରେ ୧୩୦, ଅନୁଗୋଳରେ ୩୯, ବଲାଙ୍ଗିରରେ ୫୧, କଟକରେ ୧୪୮, ଦେବଗଡ଼ରେ ୮,ଗଜପତିରେ ୩୬, ଝାରସୁଗୁଡ଼ାରେ ୩୦ ଓ କଳାହାଣ୍ଡିରେ ୪୮ ହୋଇଛି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨,୨୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୦୭୩ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୮୨୮ ଜଣ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story