‘ବିଦେଶରୁ ଆସିଥିଲେ ୧୦ ଦିନ କ୍ୱାରେଣ୍ଟାଇନ ବାଧ୍ୟତାମୂଳକ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ଆଫ୍ରିକାରେ କରୋନାର ନୂଆ ଭାରିଏଣ୍ଟ ଚିହ୍ନଟ ହେବା ପରେ ଓଡ଼ିଶା ସରକାର ବିଦେଶରୁ ଆସୁଥିବା ଲୋକଙ୍କ ପାଇଁ ୧୦ଦିନିଆ କ୍ୱାରେଣ୍ଟାଇନ ବାଧ୍ୟତାମୂଳକ କରିଛନ୍ତି। ଏହାସହିତ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଯେଉଁ ଲୋକମାନେ ବିଦେଶରୁ ଆସୁଛନ୍ତି ସେମାନଙ୍କୁ ଚିହ୍ନଟ କରାଯିବ ଓ ସେମାନେ ୧୦ଦିନ ପାଇଁ କ୍ୱାରେଣ୍ଟାଇନରେ ରହିବା ବାଧ୍ୟତାମୂଳକ ହେବ। କୋଭିଡ୍ ସଂକ୍ରମଣ […]

Corona

Corona

Ordigital Desk
  • Published: Saturday, 27 November 2021
  • Updated: 27 November 2021, 09:14 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ଆଫ୍ରିକାରେ କରୋନାର ନୂଆ ଭାରିଏଣ୍ଟ ଚିହ୍ନଟ ହେବା ପରେ ଓଡ଼ିଶା ସରକାର ବିଦେଶରୁ ଆସୁଥିବା ଲୋକଙ୍କ ପାଇଁ ୧୦ଦିନିଆ କ୍ୱାରେଣ୍ଟାଇନ ବାଧ୍ୟତାମୂଳକ କରିଛନ୍ତି। ଏହାସହିତ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଯେଉଁ ଲୋକମାନେ ବିଦେଶରୁ ଆସୁଛନ୍ତି ସେମାନଙ୍କୁ ଚିହ୍ନଟ କରାଯିବ ଓ ସେମାନେ ୧୦ଦିନ ପାଇଁ କ୍ୱାରେଣ୍ଟାଇନରେ ରହିବା ବାଧ୍ୟତାମୂଳକ ହେବ। କୋଭିଡ୍ ସଂକ୍ରମଣ ବ୍ୟାପିବାକୁ ରୋକିବା ନିମନ୍ତେ ବିଦେଶରୁ ଆସୁଥିବା ବ୍ୟକ୍ତିମାନଙ୍କୁ କ୍ୱାରେଣ୍ଟାଇନରେ ରହିବାକୁ ପଡ଼ିବ । ଜିଲ୍ଲାପାଳ, ସିଡିଏମଓ ଓ ସମସ୍ତ ମ୍ୟୁନିସପାଲ କମିଶନରମାନଙ୍କୁ କୋଭିଡ୍ ସଂକ୍ରମଣକାରୀଙ୍କ ଚିହ୍ନଟ, ଟେଷ୍ଟିଂ ଓ ଚିକିତ୍ସାକୁ ତ୍ୱରାନ୍ୱିତ କରିବା ସହ ସମ୍ପୂର୍ଣ୍ଣ ଟିକାକରଣ ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦିଆଯାଇଛି ।

ସ୍କୁଲ ଓ କଲେଜରେ କୋଭିଡ୍ ଗାଇଡଲାଇନକୁ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ପୂର୍ବରୁ ସରକାର କୋଭିଡ୍ ଲକ୍ଷଣ ଥିବା ଛାତ୍ରଛାତ୍ରୀମାନେ ସ୍କୁଲ କିମ୍ବା କଲେଜ ନଆସିବାକୁ ପରାମର୍ଶ ଦେଇଥିଲେ । କୋଭିଡ୍ ଲକ୍ଷଣ ଦେଖାଦେଲେ ସମ୍ପୃକ୍ତ ଶିକ୍ଷାନୁଷ୍ଠାନକୁ ସିଲ୍ କରାଯିବା ସହ ସମସ୍ତଙ୍କର କୋଭିଡ୍ ପରୀକ୍ଷା କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତେ ସତର୍କ ରହିଲେ ତୃତୀୟ ଲହରୀକୁ ଏଡ଼ାଇ ଦିଆଯାଇ ପାରିବ ବୋଲି ସେ କହିଛନ୍ତି । ଏହାସହିତ ରାଜ୍ୟ ସରକାର ଖୁବଶୀଘ୍ର କୋଭିଡ୍ ନୂଆ ଭାରିଏଣ୍ଟକୁ ନେଇ ଏକ ଆଡଭାଇଜରି ଖୁବଶୀଘ୍ର ଜାରି କରିବେ ବୋଲି ଶ୍ରୀ ମିଶ୍ର କହିଛନ୍ତି ।

ସୂଚନାଯୋଗ୍ୟ, ଦକ୍ଷିଣ ଆଫ୍ରିକାରେ ଚିହ୍ନଟ ହୋଇଥିବା କୋଭିଡର ନୂଆ ଭାରିଏଣ୍ଟ ଏବେ ବାଙ୍ଗାଲୋରରେ ଦୁଇଜଣଙ୍କଠାରେ ଚିହ୍ନଟ ହୋଇଛି । ଯାହା ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story