ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ୧୦ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୦୭ରେ ପହଞ୍ଚିଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ରାଜ୍ୟରେ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆଖି ବୁଜିଛନ୍ତି। ଏହାବ୍ୟତୀତ ସୁନ୍ଦରଗଡ଼ରୁ ୩, ରାୟଗଡ଼ାରୁ ୨, ବୌଦ୍ଧରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।