ରାଜ୍ୟରେ ଆଖି ବୁଜିଲେ ୧୦ ଆକ୍ରାନ୍ତ, ୨ ହଜାର ଟପିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ୧୦ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୦୭ରେ ପହଞ୍ଚିଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆଖି ବୁଜିଛନ୍ତି।  ଏହାବ୍ୟତୀତ ସୁନ୍ଦରଗଡ଼ରୁ ୩, ରାୟଗଡ଼ାରୁ ୨, ବୌଦ୍ଧରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

corona

Niharika Rout
  • Published: Tuesday, 27 April 2021
  • , Updated: 27 April 2021, 12:39 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ୧୦ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୦୭ରେ ପହଞ୍ଚିଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ରାଜ୍ୟରେ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆଖି ବୁଜିଛନ୍ତି।  ଏହାବ୍ୟତୀତ ସୁନ୍ଦରଗଡ଼ରୁ ୩, ରାୟଗଡ଼ାରୁ ୨, ବୌଦ୍ଧରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related story