bhadrak
Advertisment
ଭଦ୍ରକ (ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଆମ୍ବରୋଲି ଗାଁରେ ଅଗ୍ନିକାଣ୍ଡ ଘଟି ୧୦ ବଖରା ଘର ଜଳିଯାଇଛି। ଖବର ପାଇ ଦମକଳ ଗାଡି ଗାଁରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।
Advertisment
ମିଳିଥିବା ସୂଚନା ଅନୁସାରେ ଗାଁର ରାମଚନ୍ଦ୍ର ବେହେରାଙ୍କ ଘରେ ପ୍ରଥମେ ନିଆଁ ଲାଗିଥିଲା। ପରେ ଏହା ୩ ଜଣ ପଡ଼ୋଶୀଙ୍କ ଘରକୁ ବ୍ୟାପୀ ଯାଇଥିଲା।
ଅଗ୍ନିକାଣ୍ଡରେ ୪ଟି ପରିବାରର ଲକ୍ଷାଧିକ ଟଙ୍କା ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି। ବିଦ୍ୟୁତ୍ ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2019/02/bhadrak-3.jpg)