ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍

ରାଇରଙ୍ଗପୁର (ରାଜେଶ କୁମାର ଶର୍ମା): ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌। ଏଥିରେ ୧୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ମୟୁରଭଞ୍ଜ ଜିଲ୍ଲା ଗୋରୁମହିଷାଣି ଥାନା ଅନ୍ତର୍ଗତ ତୋଲକୋ ଗାଁ ନିକଟରେ ଆଜି ସକାଳେ ଘଟିଛି ଏହି ଦୁର୍ଘଟଣା। ଭୂତନାଥ ନାମକ ଏହି ଘରୋଇ ବସ୍‌ଟି ଦ୍ରୁତଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା ବୋଲି କୁହାଯାଉଛି। ସମସ୍ତ ଆହତଙ୍କୁ ଗୋରୁମହିଷାଣି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍ […]

Bus Accident

Bus Accident

Jitendra Garnayak
  • Published: Sunday, 28 November 2021
  • Updated: 28 November 2021, 12:03 PM IST

Sports

Latest News

ରାଇରଙ୍ଗପୁର (ରାଜେଶ କୁମାର ଶର୍ମା): ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌। ଏଥିରେ ୧୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ମୟୁରଭଞ୍ଜ ଜିଲ୍ଲା ଗୋରୁମହିଷାଣି ଥାନା ଅନ୍ତର୍ଗତ ତୋଲକୋ ଗାଁ ନିକଟରେ ଆଜି ସକାଳେ ଘଟିଛି ଏହି ଦୁର୍ଘଟଣା।

ଭୂତନାଥ ନାମକ ଏହି ଘରୋଇ ବସ୍‌ଟି ଦ୍ରୁତଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା ବୋଲି କୁହାଯାଉଛି। ସମସ୍ତ ଆହତଙ୍କୁ ଗୋରୁମହିଷାଣି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍ ଚାଳକ ଫେରାର ହୋଇଯାଇଥିବା ବେଳେ ପୁଲିସ୍ ଘଟଣାର ତଦନ୍ତ କରୁଛି।

ବସ୍‌ଟି ରାଇରଙ୍ଗପୁରରୁ ଗୁହାଲଦାଙ୍ଗରି ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story