କାନ୍ଥ ପଡ଼ି ୧୦ ମାସର ଶିଶୁ ମୃତ

ଆସିକା (ମନୋଜ ମୁନି): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ବଜ୍ରଗୁମ୍ମା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। କାନ୍ଥ ପଡ଼ି ଯିବାରୁ ଏକ ୧୦ ମାସର ଶିଶୁର ମୃତ୍ୟୁ ଘଟିଥିବା ବେଳେ ପରିବାରର ଆଉ ଚାରି ଜଣ ସଦସ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ଦିଗପହଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପରିବାର ଲୋକେ ଶୋଇଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଏ ଘଟଣା ଘଟିଥିଲା। ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ଭୁଶୁଡ଼ି ପଡ଼ିଥିଲା। କାନ୍ଥ ତଳେ ସମସ୍ତେ […]

baby..

baby..

Tapaswini Nayak
  • Published: Saturday, 26 October 2019
  • Updated: 26 October 2019, 10:35 AM IST

Sports

Latest News

ଆସିକା (ମନୋଜ ମୁନି): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ବଜ୍ରଗୁମ୍ମା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। କାନ୍ଥ ପଡ଼ି ଯିବାରୁ ଏକ ୧୦ ମାସର ଶିଶୁର ମୃତ୍ୟୁ ଘଟିଥିବା ବେଳେ ପରିବାରର ଆଉ ଚାରି ଜଣ ସଦସ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ଦିଗପହଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପରିବାର ଲୋକେ ଶୋଇଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଏ ଘଟଣା ଘଟିଥିଲା। ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ଭୁଶୁଡ଼ି ପଡ଼ିଥିଲା। କାନ୍ଥ ତଳେ ସମସ୍ତେ ଚାପି ହୋଇ ରହି ଯାଇଥିଲେ। ଗ୍ରାମବାସୀମାନେ ସେମାନଙ୍କୁ ଉଦ୍ଧାର କରିଥିଲେ। ତେବେ ଶିଶୁଟିର  ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story