ଇ-ଆଡ୍‌ମିଶନରୁ ବଞ୍ଚିତ ୧୦ ପାସ୍ ଛାତ୍ରଛାତ୍ରୀଙ୍କୁ ପୁଣି ଏକ ସୁଯୋଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉଚ୍ଚ ଶିକ୍ଷା ପାଇଁ ସେପ୍ଟେମ୍ବର ୧୦ରୁ ୨୭ ପର୍ଯ୍ୟନ୍ତ ଇ-ଆଡ୍‌ମିଶନ ପ୍ରକ୍ରିୟାରେ ଭାଗ ନେଇପାରିବେ ଦଶମ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ। ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରେସ୍ ବିବୃତ୍ତିରେ କୁହାଯାଇଛି। ସୂଚନା ମୁତାବକ, ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା କିଛି ଛାତ୍ରଛାତ୍ରୀ ପ୍ରଥମ ପର୍ଯ୍ୟାୟ ଇ-ଆଡମିଶନରେ ଭାଗ ନେଇପାରି ନ ଥିବା ସରକାରଙ୍କ ଦୃଷ୍ଟିକୁ ଆସିଥିଲା। ତେଣୁ ରାଜ୍ୟ ସରକାର […]

Plus-2

Plus-2

Niranjan Mishra
  • Published: Friday, 09 September 2022
  • Updated: 09 September 2022, 06:05 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉଚ୍ଚ ଶିକ୍ଷା ପାଇଁ ସେପ୍ଟେମ୍ବର ୧୦ରୁ ୨୭ ପର୍ଯ୍ୟନ୍ତ ଇ-ଆଡ୍‌ମିଶନ ପ୍ରକ୍ରିୟାରେ ଭାଗ ନେଇପାରିବେ ଦଶମ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ। ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରେସ୍ ବିବୃତ୍ତିରେ କୁହାଯାଇଛି।

ସୂଚନା ମୁତାବକ, ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା କିଛି ଛାତ୍ରଛାତ୍ରୀ ପ୍ରଥମ ପର୍ଯ୍ୟାୟ ଇ-ଆଡମିଶନରେ ଭାଗ ନେଇପାରି ନ ଥିବା ସରକାରଙ୍କ ଦୃଷ୍ଟିକୁ ଆସିଥିଲା। ତେଣୁ ରାଜ୍ୟ ସରକାର ଏହି ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ନିମନ୍ତେ ସୁଯୋଗ ଦେବା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଇ-ଆଡମିଶନ ପ୍ରକ୍ରିୟାରେ ନାମ ଲେଖାଇବା ପାଇଁ ଅନ୍ୟ ଏକ ସୁଯୋଗ ପ୍ରଦାନ କରିଛନ୍ତି।

ସମ୍ପୃକ୍ତ ଛାତ୍ରଛାତ୍ରୀ ଚଳିତ ସେପ୍ଟେମ୍ୱର ୧୦ରୁ ୨୭ ତାରିଖ ମଧ୍ୟରେ ପୁନର୍ବାର ଆବେଦନ କରିବେ। ଏନେଇ ଇଚ୍ଛୁକ ଛାତ୍ରଛାତ୍ରୀ ଓ ଅଭିଭାବକମାନେ www.samsodisha.in କୁ ଯାଇ ସମ୍ପୂର୍ଣ୍ଣ ବିବରଣୀ ମଧ୍ୟ ଜାଣିପାରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂତ୍ରରୁ ପ୍ରକାଶ।

https://twitter.com/IPR_Odisha/status/1568197809773637635?s=20&t=KuIHL4Xbhc2Do1u1Fyk_TQ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story