ଓଲଟିଲା ବସ୍‌, ୧୦ ଆହତ

ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ୍‌ ଆଳନ୍ଦା ଗାଁ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୦ ଜଣ ଆହତ ହୋଇଛନ୍ତି। ବରଜଦେଉଳିରୁ ବାଲେଶ୍ୱର ଯାଉଥିବା ଝାଡେଶ୍ୱର ନାମକ ଏକ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଏହି ବସ୍‌ରେ  ମୋଟ ୧୫ ଜଣ ଯାତ୍ରୀ ଥିଲେ। ଆହତମାନଙ୍କୁ  ସ୍ଥାନୀୟ ଲୋକେ ଉଦ୍ଧାର କରି ବିଷ୍ଣୁପୁର ଓ ଗୋପାଳପୁର ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଦୀର୍ଘ ସମୟ ପର୍ଯ୍ୟନ୍ତ ଡ୍ରାଇଭର ମୋବାଇଲରେ କଥା ହୋଇ […]

accident

accident

Rakesh Mallick
  • Published: Monday, 25 February 2019
  • Updated: 25 February 2019, 11:36 AM IST

ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ୍‌ ଆଳନ୍ଦା ଗାଁ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୦ ଜଣ ଆହତ ହୋଇଛନ୍ତି।

ବରଜଦେଉଳିରୁ ବାଲେଶ୍ୱର ଯାଉଥିବା ଝାଡେଶ୍ୱର ନାମକ ଏକ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଏହି ବସ୍‌ରେ  ମୋଟ ୧୫ ଜଣ ଯାତ୍ରୀ ଥିଲେ।

ଆହତମାନଙ୍କୁ  ସ୍ଥାନୀୟ ଲୋକେ ଉଦ୍ଧାର କରି ବିଷ୍ଣୁପୁର ଓ ଗୋପାଳପୁର ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି।

ଦୀର୍ଘ ସମୟ ପର୍ଯ୍ୟନ୍ତ ଡ୍ରାଇଭର ମୋବାଇଲରେ କଥା ହୋଇ ଗାଡ଼ି ଚଳାଉଥିବାରୁ ଏପରି ଦୁର୍ଘଟଣା ଘଟିଥିବା ଯାତ୍ରୀମାନେ ଅଭିଯୋଗ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story