ଦେଖୁ ଦେଖୁ ଜଳିଗଲା ୧୦ ବଖରା

ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ସାନସାରୋଲ ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗତକାଲି ବିଳମ୍ବିତ ରାତିରେ ଗାଁର ୩ ଜଣ ବ୍ୟକ୍ତିଙ୍କର ୧୦ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର ସଠିକ୍‌ କାରଣ ଜଣାପଡି ନ ଥିବା ବେଳେ ସର୍ଟସର୍କିଟରୁ ଏପରି ଘଟିଥିବା ଅନୁମାନ କରାଯାଉଛି। ଗତକାଲି ରାତି ପ୍ରାୟ ସାଢେ ଗୋଟାଏ ସମୟରେ ସାନସାରୋଳ ଗାଁର ଅଭୟ ସ୍ୱାଇଁଙ୍କ ଘରେ ପ୍ରଥମେ ନିଆଁ ଲାଗିଥିଲା। ପରେ ନିଆଁ ନିକଟରେ […]

gggggggggg

gggggggggg

Tapaswini Nayak
  • Published: Saturday, 27 June 2020
  • Updated: 27 June 2020, 09:47 AM IST

Sports

Latest News

ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ସାନସାରୋଲ ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗତକାଲି ବିଳମ୍ବିତ ରାତିରେ ଗାଁର ୩ ଜଣ ବ୍ୟକ୍ତିଙ୍କର ୧୦ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର ସଠିକ୍‌ କାରଣ ଜଣାପଡି ନ ଥିବା ବେଳେ ସର୍ଟସର୍କିଟରୁ ଏପରି ଘଟିଥିବା ଅନୁମାନ କରାଯାଉଛି।

ଗତକାଲି ରାତି ପ୍ରାୟ ସାଢେ ଗୋଟାଏ ସମୟରେ ସାନସାରୋଳ ଗାଁର ଅଭୟ ସ୍ୱାଇଁଙ୍କ ଘରେ ପ୍ରଥମେ ନିଆଁ ଲାଗିଥିଲା। ପରେ ନିଆଁ ନିକଟରେ ଥିବା ଅନ୍ୟ ଦୁଇ ଘରକୁ ବ୍ୟାପି ଯାଇଥିଲା। ଅଗ୍ନିକାଣ୍ଡ ସମ୍ପର୍କରେ ଖବର ପାଇ ଜଗତସିଂହପୁର ଓ ତିର୍ତ୍ତୋଲ ଅଗ୍ନିଶମ ବାହିନୀ ପହଞ୍ଚି ୪ ଘଣ୍ଟା ଉଦ୍ୟମ ପରେ ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ ଘରର ଆସବାବପତ୍ର ଜଳି ପାଉଁଶ ହୋଇଯାଇଛି। କ୍ଷତିଗ୍ରସ୍ତ ପରିବାରଙ୍କୁ ସରକାରୀ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story