ବିଷାକ୍ତ ଫଳ ଖାଇ ୧୦ ଛାତ୍ରଛାତ୍ରୀ ଅସୁସ୍ଥ

ଭଦ୍ରକ (ଓଡ଼ିଶା ରିପୋର୍ଟର): ଭଦ୍ରକ ଜିଲ୍ଲା ତିହିଡି ପ୍ରାଥମିକ ବିଦ୍ୟାଳୟର ୧୦ରୁ ଅଧିକ ଛାତ୍ରଛାତ୍ରୀ ବିଷାକ୍ତ ଫଳ ଖାଇ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଛାତ୍ରଛାତ୍ରୀମାନେ ଗତକାଲି ମଧ୍ୟାହ୍ନ ଭୋଜନ ଖାଇବା ପରେ ସ୍କୁଲ ପାଚେରି କଡ଼ରେ ଥିବା କିଛି ଗଛର ଫଳ ଖାଇଥିଲେ, ଯାହାକି ବିଷାକ୍ତ। ସେହି ଫଳ ଖାଇବା ପରେ ଛାତ୍ରଛାତ୍ରୀମାନେ ଅସୁସ୍ଥ ହୋଇ ପଡ଼ିଥିଲେ। ଶିକ୍ଷକମାନେ ପଚରାଉଚରା କରିବା ପରେ ଛାତ୍ରଛାତ୍ରୀମାନେ ବିଷାକ୍ତ ଫଳ ଖାଇଥିବା ଜଣାପଡ଼ିଥିଲା। […]

rtttt677767777

rtttt677767777

Tapaswini Nayak
  • Published: Wednesday, 12 December 2018
  • Updated: 12 December 2018, 08:15 AM IST

Sports

Latest News

ଭଦ୍ରକ (ଓଡ଼ିଶା ରିପୋର୍ଟର): ଭଦ୍ରକ ଜିଲ୍ଲା ତିହିଡି ପ୍ରାଥମିକ ବିଦ୍ୟାଳୟର ୧୦ରୁ ଅଧିକ ଛାତ୍ରଛାତ୍ରୀ ବିଷାକ୍ତ ଫଳ ଖାଇ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଛାତ୍ରଛାତ୍ରୀମାନେ ଗତକାଲି ମଧ୍ୟାହ୍ନ ଭୋଜନ ଖାଇବା ପରେ ସ୍କୁଲ ପାଚେରି କଡ଼ରେ ଥିବା କିଛି ଗଛର ଫଳ ଖାଇଥିଲେ, ଯାହାକି ବିଷାକ୍ତ। ସେହି ଫଳ ଖାଇବା ପରେ ଛାତ୍ରଛାତ୍ରୀମାନେ ଅସୁସ୍ଥ ହୋଇ ପଡ଼ିଥିଲେ।

ଶିକ୍ଷକମାନେ ପଚରାଉଚରା କରିବା ପରେ ଛାତ୍ରଛାତ୍ରୀମାନେ ବିଷାକ୍ତ ଫଳ ଖାଇଥିବା ଜଣାପଡ଼ିଥିଲା।

ଚିକିତ୍ସା ପରେ ଛାତ୍ରଛାତ୍ରୀ ସୁସ୍ଥ ଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story