ରାଜ୍ୟରେ ୫ ଦିନ ହେଲା ୧୦ ହଜାର ଉପରେ ରହୁଛି ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦,୦୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଏହି ରିପୋର୍ଟ ଆସିଛି। ଏହା ସହିତ ଲଗାତାର ୫ ଦିନ ହେଲା ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଉପରେ ରହିଛି। ସେହିପରି କରୋନାରେ ରାଜ୍ୟରେ ଆଉ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ୧୦,୦୩୧ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨୩ କ୍ୱାରେଣ୍ଟାଇନରେ ଥିଲେ। ବାକି ୩୪୦୮ଟି ହେଉଛି ଲୋକାଲ୍ କେସ୍‌। ଏହି ନୂଆ […]

corona

corona

Jitendra Garnayak
  • Published: Monday, 10 May 2021
  • Updated: 10 May 2021, 08:35 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦,୦୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଏହି ରିପୋର୍ଟ ଆସିଛି। ଏହା ସହିତ ଲଗାତାର ୫ ଦିନ ହେଲା ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଉପରେ ରହିଛି। ସେହିପରି କରୋନାରେ ରାଜ୍ୟରେ ଆଉ ୧୭ ଜଣଙ୍କର ମୃତ୍ୟୁ ଘଟିଛି।

୧୦,୦୩୧ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨୩ କ୍ୱାରେଣ୍ଟାଇନରେ ଥିଲେ। ବାକି ୩୪୦୮ଟି ହେଉଛି ଲୋକାଲ୍ କେସ୍‌।

ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୨୯ ଜଣ ଅଛନ୍ତି। ସେହିପରି ସୁନ୍ଦରଗଡ଼ ଜିଲ୍ଲାରୁ ୮୨୪ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୨୦, ପୁରୀରୁ ୭୦୮, ଅନୁଗୋଳରୁ ୪୫୬, ବରଗଡ଼ରୁ ୪୫୦, କଳାହାଣ୍ଡିରୁ ୪୩୩, ଝାରସୁଗୁଡ଼ାରୁ ୪୧୮, ଯାଜପୁରରୁ ୩୨୮, ନୂଆପଡ଼ାରୁ ୩୧୧, ନବରଙ୍ଗପୁରରୁ ୩୦୬, ସମ୍ବଲପୁରରୁ ୩୦୨, ବଲାଙ୍ଗିରରୁ ୨୭୪,ନୟାଗଡ଼ରୁ ୨୬୯, ଭଦ୍ରକରୁ ୨୪୮, ବାଲେଶ୍ୱରରୁ ୨୩୦, ଢେଙ୍କାନାଳରୁ ୨୪୪, କେନ୍ଦ୍ରାପଡ଼ାରୁ ୨୪୩, ଗଞ୍ଜାମରୁ ୨୦୯, ମୟୂରଭଞ୍ଜରୁ ୨୦୭, ବୌଦ୍ଧରୁ ୧୮୩, ସୁବର୍ଣ୍ଣପୁରରୁ ୧୬୯, କେନ୍ଦୁଝରରୁ ୧୬୬, କୋରାପୁଟରୁ ୧୪୨, ରାୟଗଡ଼ାରୁ ୧୩୨, ଦେବଗଡ଼ରୁ ୧୧୮, ଜଗତସିଂହପୁରରୁ ୧୧୫, ଗଜପତିରୁ ୮୯, କନ୍ଧମାଳରୁ ୭୫ ଓ ମାଲକାନଗିରିରୁ ୬୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୨୭୧ ଜଣ ଅଛନ୍ତି।

୧୦,୦୩୧ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୪୪,୮୭୩ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୪,୪୭,୮୬୩ ଜଣ ସୁସ୍ଥ ହୋଇସାରିଲେଣି। ୯୪,୭୬୦ ଜଣ ଏବେ ଚିକିତ୍ସାଧୀନ ରହିଛନ୍ତି। ଅନ୍ୟପକ୍ଷରେ ଆଉ ୧୭ ଜଣଙ୍କ ଜୀବନ ଯିବା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୯୭କୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ଶେଷଥର ପାଇଁ ମେ’ ୪ ତାରିଖରେ ୧୦ ହଜାରୁ କମ୍ (୯୮୮୯) ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ମେ’ ୫ ତାରିଖରେ ୧୦,୫୨୧ ଜଣ ଚିହ୍ନଟ ହୋଇଥିବା ବେଳେ ୬ ତାରିଖରେ ୧୨,୨୩୮, ୭ରେ ୧୧,୮୦୭ ଓ ୮ରେ ୧୦,୬୩୫ ଜଣ ଚିହ୍ନଟ ହୋଇଥିଲେ। ଆଉ ଗତ ୨୪ ଘଣ୍ଟାରେ ଅର୍ଥାତ୍ ମେ’ ୯ ତାରିଖରେ ରାଜ୍ୟରୁ ୧୦,୦୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି, ଯାହା ଗତ ୫ ଦିନରେ ସବୁଠୁ କମ୍।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story