ସହରାଞ୍ଚଳ ଗରିବଙ୍କ ପାଇଁ ୧୦୦ କୋଟିର ପ୍ୟାକେଜ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସହରାଞ୍ଚଳ ଗରିବ ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଏନେଇ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।  ‘ଅରବାନ୍ ୱେଜ୍ ଏମ୍ପ୍ଲୟମେଣ୍ଟ ଇନିସିଏଟିଭ୍ ’ ନାମକ ଶ୍ରମ ଭିତ୍ତିକ ଯୋଜନାରେ ଏହି ଜରୁରୀକାଳୀନ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ନିଷ୍ପତ୍ତି ହୋଇଛି । ଏହି ଯୋଜନା ଦ୍ୱାରା ୧୧୪ଟି ପୌରାଞ୍ଚଳରେ ରହୁଥିବା ୪ ଲକ୍ଷ ୫୦ ହଜାର ଶ୍ରମିକ, ଗରିବ ଲୋକ ଓ […]

g909-1

g909-1

Tapaswini Nayak
  • Published: Saturday, 18 April 2020
  • Updated: 18 April 2020, 12:37 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସହରାଞ୍ଚଳ ଗରିବ ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଏନେଇ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।  ‘ଅରବାନ୍ ୱେଜ୍ ଏମ୍ପ୍ଲୟମେଣ୍ଟ ଇନିସିଏଟିଭ୍ ’ ନାମକ ଶ୍ରମ ଭିତ୍ତିକ ଯୋଜନାରେ ଏହି ଜରୁରୀକାଳୀନ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ନିଷ୍ପତ୍ତି ହୋଇଛି ।

ଏହି ଯୋଜନା ଦ୍ୱାରା ୧୧୪ଟି ପୌରାଞ୍ଚଳରେ ରହୁଥିବା ୪ ଲକ୍ଷ ୫୦ ହଜାର ଶ୍ରମିକ, ଗରିବ ଲୋକ ଓ ଦିନ ମଜୁରିଆ ଉପକୃତ ହେବେ। ଏହା ଚଳିତ ମାସରୁ ଆରମ୍ଭ ହୋଇ ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ। ମିଶନ ଶକ୍ତିର ସହାୟତା ଓ ସହଭାଗିତାରେ ଏହି ଯୋଜନା ଚାଲିବ। ହିତାଧିକାରୀଙ୍କ ମଜୁରୀ ପ୍ରତି ସପ୍ତାହରେ ସିଧା ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ।

ଏହି ଯୋଜନାରେ ସହରାଞ୍ଚଳରେ ଅନେକ ଶ୍ରମଭିତ୍ତିକ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏଥିରେ ଡ୍ରେନ୍‌ଗୁଡ଼ିକର ସଫେଇ ଓ ଅନ୍ୟାନ୍ୟ ବର୍ଜ୍ୟବସ୍ତୁର ସଫେଇ, ଜଳାଶୟ ଖନନ ଓ ନବୀକରଣ, ପାର୍କ,  ଖେଳପଡ଼ିଆ ଓ ଅନ୍ୟାନ୍ୟ ଖୋଲା ସ୍ଥାନଗୁଡ଼ିକର ଉନ୍ନତିକରଣ କାର୍ଯ୍ୟ ରହିଛି ।

ଏହାବ୍ୟତୀତ ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ପାଇଁ ସାମୟିକ କାର୍ଯ୍ୟକ୍ଷେତ୍ର ନିର୍ମାଣ, ବନୀକରଣ, ଶୌଚାଳୟ ନିର୍ମାଣ ଏବଂ ସହରାଞ୍ଚଳର ସୌନ୍ଦର୍ଯ୍ୟକରଣ ସହିତ ଶ୍ରମଭିତ୍ତିକ ବିକାଶମୂଳକ କାର୍ଯ୍ୟକ୍ରମ କରାଯିବ।

ଏହାବ୍ୟତୀତ ସ୍ଥାନୀୟ ଶିଳ୍ପୀ ଓ କାରିଗରମାନଙ୍କୁ ରୋଜଗାର ଦେବା ପାଇଁ କାନ୍ଥରେ ଚିତ୍ରାଙ୍କନ ନିର୍ମାଣ ପାଇଁ ମଧ୍ୟ ସୁଯୋଗ ସୃଷ୍ଟି କରାଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story