ରାଜ୍ୟରେ ୧,୦୫୮ କରୋନା ଆକ୍ରାନ୍ତ ଚିହ୍ନଟ, ୧୩୮ ଜଣଙ୍କ ବୟସ ୧୮ ବର୍ଷ ମଧ୍ୟରେ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧,୦୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଉ ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏହି ଆକ୍ରାନ୍ତଙ୍କ ମଧ୍ୟରେ ୧୩୮ ଜଣଙ୍କ ବୟସ ଶୂନରୁ ୧୮ ବର୍ଷ ମଧ୍ୟରେ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୧୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୪୪୨ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୬ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୬୨, ଅନୁଗୋଳରୁ ୩୨, ବାଲେଶ୍ୱରରୁ ୩୮, […]

Corona

Corona

Jitendra Garnayak
  • Published: Sunday, 15 August 2021
  • Updated: 15 August 2021, 01:41 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧,୦୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଉ ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏହି ଆକ୍ରାନ୍ତଙ୍କ ମଧ୍ୟରେ ୧୩୮ ଜଣଙ୍କ ବୟସ ଶୂନରୁ ୧୮ ବର୍ଷ ମଧ୍ୟରେ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୧୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୪୪୨ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୬ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୬୨, ଅନୁଗୋଳରୁ ୩୨, ବାଲେଶ୍ୱରରୁ ୩୮, ବରଗଡ଼ରୁ ୧୧, ଭଦ୍ରକରୁ ୩୨, ବଲାଙ୍ଗିରରୁ ୨, ବୌଦ୍ଧରୁ ୩, ଦେବଗଡ଼ରୁ ୫, ଢେଙ୍କାନାଳରୁ ୧୮, ଗଞ୍ଜାମରୁ ୫, ଜଗତସିଂହପୁରରୁ ୩୭, ଯାଜପୁରରୁ ୭୭, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୮, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୩୨, କେନ୍ଦୁଝରରୁ ୪, କୋରାପୁଟରୁ ୪, ମାଲକାନଗିରିରୁ ୫, ମୟୂରଭଞ୍ଜରୁ ୩୭, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୧୭, ନୂଆପଡ଼ାରୁ ୫, ପୁରୀରୁ ୨୬, ରାୟଗଡ଼ାରୁ ୪, ସମ୍ବଲପୁରରୁ ୬, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୧୭ ଓ ଷ୍ଟେଟ୍‌ ପୁଲ୍‌ରୁ ୮୨ ଜଣ ଚିହ୍ନଟ ହୋଇଛନ୍ତି। ଗଜପତି ଜିଲ୍ଲାରୁ ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୧,୦୫୮ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୪ ହଜାର ୫୬୫ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୭୭ ହଜାର ୧୯୭ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦ ହଜାର ୪୨୮ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ କରୋନାରେ ପ୍ରାଣ ହରାଇଥିବା ଆଉ ୬୪ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୮୮୭କୁ ବୃଦ୍ଧି ପାଇଛି।

ଏହି ୬୪ ଜଣଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬ ଜଣ ଥିବା ବେଳେ କଟକରୁ ୧୨, ନୟାଗଡ଼ରୁ ୧୩, ସମ୍ବଲପୁରରୁ ୫, ପୁରୀରୁ ୨, ସୁବର୍ଣ୍ଣପୁରରୁ ୪ ଏବଂ ବାଲେଶ୍ୱର, ବରଗଡ଼, ବଲାଙ୍ଗିର, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୩୮୫ରେ ପହଞ୍ଚି ଯାଇଛି, ଯାହା ସାରା ରାଜ୍ୟରେ ସବୁଠୁ ଅଧିକ। ସେହିପରି ବାଲେଶ୍ୱର ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୯କୁ ବୃଦ୍ଧି ପାଇଥିବା ବେଳେ ବରଗଡ଼ରେ ୩୨୨, ବଲାଙ୍ଗିରରେ ୧୨୧, ବୌଦ୍ଧରେ ୧୦୭, କଟକରେ ୫୧୨, ଦେବଗଡ଼ରେ ୪୭, ଢେଙ୍କାନାଳରେ ୧୪୧, ଗଜପତିରେ ୮୩, ଯାଜପୁରରେ ୯୬, କନ୍ଧମାଳରେ ୮୨, କେନ୍ଦ୍ରାପଡ଼ାରେ ୧୬୮, ମୟୂରଭଞ୍ଜରେ ୨୩୭, ନୟାଗଡ଼ରେ ୧୮୯, ପୁରୀରେ ୪୧୧, ସମ୍ବଲପୁରରେ ୨୧୭, ସୁବର୍ଣ୍ଣପୁରରେ ୫୫ ଓ ସୁନ୍ଦରଗଡ଼ରେ ୫୬୮ରେ ପହଞ୍ଚି ଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story