ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ପୁରୀ(ଓଡିଶା ରିପୋର୍ଟର): ଜାଗର ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ନିଆରା କଳାକୃତି ଦେଖିବାକୁ ମିଳିଛି। ସୁଦର୍ଶନ ସ୍ୟାଣ୍ଡ ଆର୍ଟ ଇନ୍‌ଷ୍ଟିଚ୍ୟୁଟ୍‌ ପକ୍ଷରୁ ବେଳାଭୂମିରେ ୧୦୮ ଶିବଲିଙ୍ଗ ତିଆରି କରାଯାଇଛି। ସାରା ଦେଶରେ ଏହିଭଳି ବାଲୁକା କଳା ପ୍ରଥମ ଥର ପାଇଁ କରାଯାଇଥିବାରୁ ଏହା ରେକର୍ଡ ସୃଷ୍ଟି କରିବ ବୋଲି ଆଶା କରିଛନ୍ତି ସୁଦର୍ଶନ । ବେଳାଭୂମିରେ ଏହି ବାଲୁକା କଳାକୁ ଦେଖିବା ଲାଗି ପର୍ଯ୍ୟଟକଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।