ଦଶମ ଶ୍ରେଣୀ ଛାତ୍ରୀ ୭ ମାସର ଗର୍ଭବତୀ

କୋରାପୁଟ(ଓଡ଼ିଶା ରିପୋର୍ଟର): ଗର୍ଭବତୀ ହେଲେ ଦଶମ ଶ୍ରେଣୀ ଛାତ୍ରୀ। କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ବୁର୍ଜା ସେବାଶ୍ରମର ଜଣେ ଦଶମ ଶ୍ରେଣୀ ଛାତ୍ରୀ ୭ ମାସର ଗର୍ଭବତୀ ଥିବା ଜଣାପଡିଛି। ଖବର ପାଇ ଜିଲ୍ଲା ମଙ୍ଗଳ ଅଧିକାରୀ, ଶିଶୁ ସୁରକ୍ଷା ଅଧିକାରୀ ବୁର୍ଜା ଆଶ୍ରମ ସ୍କୁଲରେ ପହଞ୍ଚି ସମ୍ପୃକ୍ତ ଛାତ୍ରୀଙ୍କ ଅଭିଭାବକ, ପ୍ରଧାନ ଶିକ୍ଷକ ଓ ବ୍ଲକ ସମ୍ପ୍ରସାରଣ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଛାତ୍ରୀଙ୍କର ଡାକ୍ତରୀ ମାଇନା କରାଯାଇଛି। କୋରାପୁଟର ଏକ ସ୍ୱତନ୍ତ୍ର ଟିମ୍ […]

578-1-750x430

578-1-750x430

Tapas Behera
  • Published: Sunday, 08 December 2019
  • Updated: 08 December 2019, 10:54 AM IST

କୋରାପୁଟ(ଓଡ଼ିଶା ରିପୋର୍ଟର): ଗର୍ଭବତୀ ହେଲେ ଦଶମ ଶ୍ରେଣୀ ଛାତ୍ରୀ। କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ବୁର୍ଜା ସେବାଶ୍ରମର ଜଣେ ଦଶମ ଶ୍ରେଣୀ ଛାତ୍ରୀ ୭ ମାସର ଗର୍ଭବତୀ ଥିବା ଜଣାପଡିଛି। ଖବର ପାଇ ଜିଲ୍ଲା ମଙ୍ଗଳ ଅଧିକାରୀ, ଶିଶୁ ସୁରକ୍ଷା ଅଧିକାରୀ ବୁର୍ଜା ଆଶ୍ରମ ସ୍କୁଲରେ ପହଞ୍ଚି ସମ୍ପୃକ୍ତ ଛାତ୍ରୀଙ୍କ ଅଭିଭାବକ, ପ୍ରଧାନ ଶିକ୍ଷକ ଓ ବ୍ଲକ ସମ୍ପ୍ରସାରଣ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ।

ଛାତ୍ରୀଙ୍କର ଡାକ୍ତରୀ ମାଇନା କରାଯାଇଛି। କୋରାପୁଟର ଏକ ସ୍ୱତନ୍ତ୍ର ଟିମ୍ ଗତ ୪ ତାରିଖ ଦିନ ଆଶ୍ରମରେ ପହଞ୍ଚି ସମସ୍ତ ଦଶମ ଶ୍ରେଣୀ ଛାତ୍ରୀଙ୍କ ପରୀକ୍ଷା କରିବା ପରେ ଛାତ୍ରୀ ଜଣକ ଗର୍ଭବତୀ ଥିବା ଜଣାପଡିଥିଲା। ତେବେ ପୀଡିତା କିପରି ୭ମାସର ଗର୍ଭବତୀ ହେଲେ ଏବଂ ସ୍କୁଲ ଓ ହଷ୍ଟେଲ କର୍ତ୍ତୃପକ୍ଷ କିପରି ଜାଣିପାରିଲେ ନାହିଁ, ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story