ଦଶମ ରାଉଣ୍ଡ ଗଣତି ଶେଷ: ଅଶୋକଙ୍କଠାରୁ ରୀତା ୨୨,୭୩୮ ଭୋଟ୍‌ରେ ଆଗୁଆ

ବରଗଡ଼ (ଓଡ଼ିଶା ରିପୋର୍ଟର): ବିଜେପୁର ଉପ ନିର୍ବାଚନର ଭୋଟ୍ ଗଣତି ଚାଲିଛି।  ଦଶମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କ ଠାରୁ ୨୨,୭୩୮ ଭୋଟ୍‌ରେ ଆଗୁଆ ଅଛନ୍ତି। ଦଶମ ରାଉଣ୍ଡ ଶେଷସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ୫୪,୧୦୪ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୩୧,୩୬୬ ଭୋଟ୍ ମିଳିଛି। କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ୨,୭୮୮ଟି ଭୋଟ୍ […]

bijepur10th

Rakesh Mallick
  • Published: Wednesday, 28 February 2018
  • , Updated: 28 February 2018, 11:40 AM IST

ବରଗଡ଼ (ଓଡ଼ିଶା ରିପୋର୍ଟର): ବିଜେପୁର ଉପ ନିର୍ବାଚନର ଭୋଟ୍ ଗଣତି ଚାଲିଛି।  ଦଶମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କ ଠାରୁ ୨୨,୭୩୮ ଭୋଟ୍‌ରେ ଆଗୁଆ ଅଛନ୍ତି।

ଦଶମ ରାଉଣ୍ଡ ଶେଷସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ୫୪,୧୦୪ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୩୧,୩୬୬ ଭୋଟ୍ ମିଳିଛି। କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ୨,୭୮୮ଟି ଭୋଟ୍ ପାଇଛନ୍ତି।

Related story