ମ୍ୟାଟ୍ରିକ ପରୀକ୍ଷା ଦେବାକୁ ଯାଉଥିଲେ, ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡ଼ା(ଭାଗିରଥୀ ସାହୁ): ମ୍ୟାଟ୍ରିକ ପରୀକ୍ଷା ଦେବାକୁ ଯାଉଥିବା ବେଳେ ସାଇକେଲରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଃଖଦ ଘଟଣା ଘଟିଛି ଝାରସୁଗୁଡ଼ା ଜିଲ୍ଲା କିର୍ମିରା ବ୍ଲକରେ। ସୂଚନା ଅନୁସାରେ, ଭଉଁରା ସ୍କୁଲର ଛାତ୍ର ଈଶ୍ୱର ରୋହିଦାସ ଆଜି ବାଗଡ଼ିହି ହାଇସ୍କୁଲକୁ ସାଇକେଲ ଯୋଗେ ମ୍ୟାଟ୍ରିକ ପରୀକ୍ଷା ଦେବାକୁ ଯାଉଥିଲେ। ତେବେ ପରୀକ୍ଷା କେନ୍ଦ୍ର ନିକଟରେ ସେ ସାଇକେଲରୁ ତଳେ ପଡ଼ି ଯାଇଥିଲେ। ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।ସେଠାରେ […]

deadbody

deadbody

Tapaswini Nayak
  • Published: Monday, 24 February 2020
  • Updated: 24 February 2020, 01:51 PM IST

ଝାରସୁଗୁଡ଼ା(ଭାଗିରଥୀ ସାହୁ): ମ୍ୟାଟ୍ରିକ ପରୀକ୍ଷା ଦେବାକୁ ଯାଉଥିବା ବେଳେ ସାଇକେଲରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଃଖଦ ଘଟଣା ଘଟିଛି ଝାରସୁଗୁଡ଼ା ଜିଲ୍ଲା କିର୍ମିରା ବ୍ଲକରେ।

ସୂଚନା ଅନୁସାରେ, ଭଉଁରା ସ୍କୁଲର ଛାତ୍ର ଈଶ୍ୱର ରୋହିଦାସ ଆଜି ବାଗଡ଼ିହି ହାଇସ୍କୁଲକୁ ସାଇକେଲ ଯୋଗେ ମ୍ୟାଟ୍ରିକ ପରୀକ୍ଷା ଦେବାକୁ ଯାଉଥିଲେ। ତେବେ ପରୀକ୍ଷା କେନ୍ଦ୍ର ନିକଟରେ ସେ ସାଇକେଲରୁ ତଳେ ପଡ଼ି ଯାଇଥିଲେ। ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଆମ୍ବୁଲାନ୍ସ ଦୁଇ ଘଣ୍ଟା ବିଳମ୍ବରେ ପହଞ୍ଚିବା ଯୋଗୁ ପିଲାଟିର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story