କୋରାପୁଟ(ସୂର୍ଯ୍ୟ ପଣ୍ଡା): ଦାଦନ ଚାଲାଣ ରୋକିବାକୁ ସରକାରଙ୍କ ବିଭିନ୍ନ ପଦକ୍ଷେପ ସତ୍ତ୍ୱେ ଏହା କମିବା ନାଁ ଧରୁନି। ୨ ଦିନ ପୂର୍ବେ ରାଇଘର ଅଞ୍ଚଳର ୧୭ଜଣଙ୍କୁ ଜୟପୁର ପୁଲିସ୍ ଉଦ୍ଧାର କରିଥିଲା । ଏହାପରେ କୋରାପୁଟ ପୁଲିସ୍ ଦ୍ୱାରା ୧୧ ଦାଦନ ଶ୍ରମିକ ଉଦ୍ଧାର ହୋଇଛନ୍ତି।
ଉଦ୍ଧାର ଦାଦନ ଶ୍ରମିକ ଏକ ବସ୍ରେ ରାଇଘରରୁ ବିଶାଖାପାଟଣା ଯାଉଥିଲେ । ସେମାନେ ନବରଙ୍ଗପୁର ଜିଲ୍ଲା ରାଇଘର ଅଞ୍ଚଳର ବୋଲି ଜଣାପଡିଛି । ଉଦ୍ଧାର ଶ୍ରମିକଙ୍କ ମଧ୍ୟରେ ୫ଜଣ ନାବାଳକ ଅଛନ୍ତି।
କୌଣସି ସୂତ୍ରରୁ କୋରାପୁଟ ପୁଲିସ୍ ଖବର ପାଇ ବସ୍ଷ୍ଟାଣ୍ଡରୁ ସମସ୍ତଙ୍କୁ ଉଦ୍ଧାର କରିଥିଲା ଏହାପରେ ସେମାନଙ୍କୁ ଶ୍ରମ ବିଭାଗକୁ ହସ୍ତାନ୍ତର କରାଯାଇଥିଲା। ଘଟଣାରେ ପୁଲିସ୍ ସଂପୃକ୍ତ ଦଲାଲକୁ ଗିରଫ କରିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Accident
ଟୋଲଗେଟ୍କୁ ଧକ୍କା ଦେଇ ଜଳିଗଲା କଣ୍ଟେନର, ଡ୍ରାଇଭର ଜୀବନ୍ତଦଗ୍ଧ
ଗତକାଲି ବିଳମ୍ବିତ ରାତିରେ କଣ୍ଟେନରଟି ପଶ୍ଚିମବଙ୍ଗରୁ ତାମିଲନାଡୁ ଯାଉଥିବା ବେଳେ ଘଟିଛି ଏହି ଦୁର୍ଘଟଣା।
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।