ଭୟାବହ ଅଗ୍ନିକାଣ୍ଡ; ଜଳିଗଲା ୧୧ ବଖରା ଘର

11 house gutted in fire

fb

fb

Tapas Behera
  • Published: Tuesday, 02 July 2019
  • Updated: 02 July 2019, 01:00 PM IST

Sports

Latest News

ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅନ୍ତର୍ଗତ ହରିଡାବନ୍ଧ ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ୧୧ବଖରା ଘର ଭସ୍ମୀଭୂତ ହୋଇଯାଇଛି। ଏହାସହ ନିଆଁରେ ଦୁଇଟି ବଳଦ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ 4 ଟି ବଳଦ ଅର୍ଦ୍ଧଦଗ୍ଧ ହୋଇଯାଇଛନ୍ତି।

ଏହାସହ ମୂଲ୍ୟବାନ ଆସବାପତ୍ର ପୋଡି ନଷ୍ଟ ହୋଇ ଯାଇଛି। ଓଡ଼ଗାଁ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା। ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story