ଓଲଟି ପଡ଼ିଲା ବସ୍‌

କେନ୍ଦୁଝର (ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତ କଣ୍ଡରା ନିକଟରେ ଆଜି ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଏଥିରେ ୧୧ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ ଜଣ ମହିଳା ଅଛନ୍ତି। ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି ବାସୁଦେବପୁର ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ‘ରଥଯାତ୍ରା’ ନାମକ ଏହି ବସ୍‌ଟି ବଡ଼ବିଲରୁ କେନ୍ଦୁଝର ଆସୁଥିଲା। ତେବେ କଣ୍ଡରା ନିକଟରେ ଭାରସାମ୍ୟ ହରାଇ ବସ୍‌ଟି ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ପୁଲିସ୍‌ […]

bus1

Jitendra Garnayak
  • Published: Wednesday, 01 May 2019
  • , Updated: 01 May 2019, 10:41 AM IST

କେନ୍ଦୁଝର (ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତ କଣ୍ଡରା ନିକଟରେ ଆଜି ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଏଥିରେ ୧୧ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ ଜଣ ମହିଳା ଅଛନ୍ତି।

ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି ବାସୁଦେବପୁର ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି।

‘ରଥଯାତ୍ରା’ ନାମକ ଏହି ବସ୍‌ଟି ବଡ଼ବିଲରୁ କେନ୍ଦୁଝର ଆସୁଥିଲା। ତେବେ କଣ୍ଡରା ନିକଟରେ ଭାରସାମ୍ୟ ହରାଇ ବସ୍‌ଟି ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।

ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।

Related story