ରାଜ୍ୟରେ ୧୧ କରୋନା ଆକ୍ରାନ୍ତ ଆଖି ବୁଜିଲେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ। ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା  ୫୧୪ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗଞ୍ଜାମରେ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଥିବା ବେଳେ ଖୋର୍ଦ୍ଧାରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ପୁରୀ, ରାୟଗଡ଼ା, ସମ୍ବଲପୁର, ଜଗତସିଂହପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ […]

corona-3.6

corona-3.6

Niharika Rout
  • Published: Wednesday, 02 September 2020
  • Updated: 02 September 2020, 01:53 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ। ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା  ୫୧୪ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗଞ୍ଜାମରେ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଥିବା ବେଳେ ଖୋର୍ଦ୍ଧାରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ପୁରୀ, ରାୟଗଡ଼ା, ସମ୍ବଲପୁର, ଜଗତସିଂହପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story