ରାଜ୍ୟରେ ୧୧ କରୋନା ଆକ୍ରାନ୍ତ ଆଖି ବୁଜିଲେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ। ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା  ୫୧୪ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗଞ୍ଜାମରେ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଥିବା ବେଳେ ଖୋର୍ଦ୍ଧାରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ପୁରୀ, ରାୟଗଡ଼ା, ସମ୍ବଲପୁର, ଜଗତସିଂହପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ […]

corona-3.6

Niharika Rout
  • Published: Wednesday, 02 September 2020
  • , Updated: 02 September 2020, 01:53 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ। ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା  ୫୧୪ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗଞ୍ଜାମରେ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଥିବା ବେଳେ ଖୋର୍ଦ୍ଧାରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ପୁରୀ, ରାୟଗଡ଼ା, ସମ୍ବଲପୁର, ଜଗତସିଂହପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Related story