ଖୋର୍ଦ୍ଧା(ବଳରାମ ଲେଙ୍କା): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଖୋର୍ଦ୍ଧା ଜିଲ୍ଲାର ୧୧ ପୁଲିସ୍ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ବାଣପୁର, ବାଲୁଗାଁର ବିଭିନ୍ନ ଥାନା ଓ ଫାଣ୍ଡିର ୧୧ ପୁଲିସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ସଂପୃକ୍ତ ଥାନା ଓ ଫାଣ୍ଡିର ସବୁ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟାଇନ୍ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୩୫୬ରେ ପହଞ୍ଚିଛି। ସେଥିମଧ୍ୟରୁ ୧,୩୭୫ ଜଣ ସୁସ୍ଥ ହୋଇ ସାରିଲେଣି। ୯୫୯ ଜଣ ବିଭିନ୍ନ କୋଭିଡ୍ ହସପିଟାଲରେ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Health
ମାରି ଦଉଛି ମାରବର୍ଗ; କରି ଦେଉଛି ରକ୍ତରଞ୍ଜିତ ଆଖି
୧୭ ଦେଶରେ ଆଖି ପିଛୁଳାକେ ବ୍ୟାପିଲାଣି। ରୱାଣ୍ଡାରେ ପ୍ରାୟ ୧୫ରୁ ଅଧିକ ଲୋକଙ୍କ ଜୀବନ ଗଲାଣି।