Advertisment

୧୧ ପୁଲିସ୍‌ କରୋନା ପଜିଟିଭ୍‌

ଖୋର୍ଦ୍ଧା(ବଳରାମ ଲେଙ୍କା): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଖୋର୍ଦ୍ଧା ଜିଲ୍ଲାର ୧୧ ପୁଲିସ୍ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ବାଣପୁର, ବାଲୁଗାଁର ବିଭିନ୍ନ ଥାନା ଓ ଫାଣ୍ଡିର ୧୧ ପୁଲିସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ସଂପୃକ୍ତ ଥାନା ଓ ଫାଣ୍ଡିର ସବୁ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୩୫୬ରେ ପହଞ୍ଚିଛି।  ସେଥିମଧ୍ୟରୁ […]

author-image
Jyoshna Pradhan
୨୫  ଜିଲ୍ଲାରୁ  ଚିହ୍ନଟ ହେଲେ ୫୯୧ କରୋନା ଆକ୍ରାନ୍ତ

corona-1.2

ଖୋର୍ଦ୍ଧା(ବଳରାମ ଲେଙ୍କା): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଖୋର୍ଦ୍ଧା ଜିଲ୍ଲାର ୧୧ ପୁଲିସ୍ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ବାଣପୁର, ବାଲୁଗାଁର ବିଭିନ୍ନ ଥାନା ଓ ଫାଣ୍ଡିର ୧୧ ପୁଲିସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ସଂପୃକ୍ତ ଥାନା ଓ ଫାଣ୍ଡିର ସବୁ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

Advertisment

ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୩୫୬ରେ ପହଞ୍ଚିଛି।  ସେଥିମଧ୍ୟରୁ ୧,୩୭୫ ଜଣ ସୁସ୍ଥ ହୋ‌ଇ ସାରିଲେଣି। ୯୫୯ ଜଣ ବିଭିନ୍ନ କୋଭିଡ୍ ହସପିଟାଲରେ ଚିକିତ୍ସିତ ହେଉଛନ୍ତି।