କରୋନା ଆକ୍ରାନ୍ତ ଚିହ୍ନଟ ପରେ ଆଳିର ୧୧ ଗାଁ ସିଲ୍‌

କେନ୍ଦ୍ରପଡ଼ା(ଓଡ଼ିଶା ରିପୋର୍ଟର):  ରାଜ୍ୟରେ କରୋନା ଆକ୍ରନ୍ତଙ୍କ ସଂଖ୍ୟା ୪୦ରେ ପହଞ୍ଚିଛି। ତେବେ ଗତକାଲି ରାତିରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଜଣଙ୍କ କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଅଞ୍ଚଳର ବୋଲି ଜଣାପଡ଼ିଛି। ତାଙ୍କୁ ଅଶ୍ୱିନୀ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି ବୋଲି କେନ୍ଦ୍ରାପଡ଼ା ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି ଯେ, ଆକ୍ରାନ୍ତଙ୍କ ପରିବାର ସଦସ୍ୟଙ୍କୁ ହୋମ କ୍ୱାରେଣ୍ଟାଇନ୍‌ରେ ରହିବାକୁ କୁହାଯାଇଛି। ପରିବାରର ସମସ୍ତ ସଦସ୍ୟଙ୍କ ସ୍ୱାବ୍ ନମୁନା ସଂଗ୍ରହ କରାଯାଇଛି। ଆକ୍ରାନ୍ତଙ୍କ ଗାଁର ୩ କିମି […]

kkkk99

kkkk99

Tapaswini Nayak
  • Published: Tuesday, 07 April 2020
  • Updated: 07 April 2020, 11:49 AM IST

କେନ୍ଦ୍ରପଡ଼ା(ଓଡ଼ିଶା ରିପୋର୍ଟର):  ରାଜ୍ୟରେ କରୋନା ଆକ୍ରନ୍ତଙ୍କ ସଂଖ୍ୟା ୪୦ରେ ପହଞ୍ଚିଛି। ତେବେ ଗତକାଲି ରାତିରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଜଣଙ୍କ କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଅଞ୍ଚଳର ବୋଲି ଜଣାପଡ଼ିଛି। ତାଙ୍କୁ ଅଶ୍ୱିନୀ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି ବୋଲି କେନ୍ଦ୍ରାପଡ଼ା ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି।

ସେ ଆହୁରି କହିଛନ୍ତି ଯେ, ଆକ୍ରାନ୍ତଙ୍କ ପରିବାର ସଦସ୍ୟଙ୍କୁ ହୋମ କ୍ୱାରେଣ୍ଟାଇନ୍‌ରେ ରହିବାକୁ କୁହାଯାଇଛି। ପରିବାରର ସମସ୍ତ ସଦସ୍ୟଙ୍କ ସ୍ୱାବ୍ ନମୁନା ସଂଗ୍ରହ କରାଯାଇଛି। ଆକ୍ରାନ୍ତଙ୍କ ଗାଁର ୩ କିମି ଭିତରେ ଥିବା ୧୧ଟି ଗାଁକୁ ସିଲ୍ କରି ଦିଆଯାଇଛି।

ଜିଲ୍ଲାପାଳ ଆହୁରି କହିଛନ୍ତି ଯେ, ଆକ୍ରାନ୍ତଙ୍କ ଗାଁରେ ଘରକୁ ଘର ବୁଲି ଲୋକମାନଙ୍କର ସ୍ୱାସ୍ଥ୍ୟ ସଂପର୍କରେ ବୁଝାଯିବ। ସଂପୃକ୍ତ ଅଞ୍ଚଳର କେହି ବାହାରକୁ ଯିବା ଆସିବା କରିପାରିବେନି। ଆକ୍ରାନ୍ତ ବ୍ୟକ୍ତି କ୍ୱାରେଣ୍ଟାଇନ୍‌ରେ ଥିବାରୁ କୌଣସି ଲୋକ ଆତଙ୍କିତ ନ ହେବାକୁ ଜିଲ୍ଲାପାଳ କହିଛନ୍ତି।

ତେବେ କେନ୍ଦ୍ରାପଡ଼ାରୁ ଚିହ୍ନଟ ହୋଇଥିବ କରୋନା ଆକ୍ରାନ୍ତଜଣଙ୍କ ମାର୍ଚ୍ଚ ୨୪ରେ ଦୁବାଇରୁ ଫେରିଥିବା ଜଣାପଡ଼ିଛି। ଉକ୍ତ ଯୁବକଙ୍କ ବୟସ  ୩୨ ବର୍ଷ।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦ରେ ପହଞ୍ଚିଛି। ତେବେ ୪୦ ଜଣଙ୍କ ମଧ୍ୟ ଦୁଇ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story