ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧,୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୨୧୯ ଜଣ କ୍ୱାରେଣ୍ଟାଇନରେ ଥିଲେ। ବାକି ୪୮୮୯ଟି ହେଉଛି ଲୋକାଲ କେସ୍। ସେହିପରି ରାଜ୍ୟରେ କରୋନାରେ ଆଉ ୨୬ ଜଣଙ୍କ ମୃତ୍ୟୁ ଘଟିଛି।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୫୧ ଜଣ ଅଛନ୍ତି। ଏହା ପଛକୁ ଯଥାକ୍ରମେ କଟକ (୯୪୪), ଅନୁଗୋଳ (୮୬୪), ସୁନ୍ଦରଗଡ଼ (୭୦୮), ମୟୂରଭଞ୍ଜ (୬୩୫) ଓ ବାଲେଶ୍ୱର ଜିଲ୍ଲା (୫୦୯) ରହିଛନ୍ତି।
ସେହିପରି ବରଗଡ଼ ଜିଲ୍ଲାରୁ ୩୩୯ ଜଣ ଚିହ୍ନଟ ହୋଇଥିବା ବେଳେ ଭଦ୍ରକରୁ ୪୮୯, ବଲାଙ୍ଗୀରରୁ ୨୯୮, ବୌଦ୍ଧରୁ ୨୭୩, ଦେବଗଡ଼ରୁ ୧୨୫, ଢେଙ୍କାନାଳରୁ ୧୩୧, ଗଜପତିରୁ ୧୫୭, ଗଞ୍ଜାମରୁ ୨୧୪, ଜଗତସିଂହପୁରରୁ ୩୧୮, ଯାଜପୁରରୁ ୩୯୬, ଝାରସୁଗୁଡ଼ାରୁ ୧୧୩, କଳାହାଣ୍ଡିରୁ ୩୯, କନ୍ଧମାଳରୁ ୧୩୨, କେନ୍ଦ୍ରାପଡ଼ାରୁ ୧୫୦, କେନ୍ଦୁଝରରୁ ୧୬୯, କୋରାପୁଟରୁ ୨୫୧, ମାଲକାନଗିରିରୁ ୧୦୦, ନବରଙ୍ଗପୁରରୁ ୩୫୭, ନୟାଗଡ଼ରୁ ୩୩୨, ନୂଆପଡ଼ାରୁ ୧୧୪, ପୁରୀରୁ ୪୭୩, ରାୟଗଡ଼ାରୁ ୨୦୯, ସମ୍ବଲପୁରରୁ ୩୮୪ ଓ ସୋନପୁରରୁ ୧୮୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍ରୁ ୨୫୪ ଜଣ ଚିହ୍ନଟ ହୋଇଛନ୍ତି।
୧୧,୧୦୮ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୭୯ ହଜାର ୫୩୦ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୬୭ ହଜାର ୩୮୨ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ଲକ୍ଷେ ୯ ହଜାର ୬୩୯ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୨୬ ଜଣଙ୍କ ମୃତ୍ୟୁ ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୫୬କୁ ବୃଦ୍ଧି ପାଇଛି।
6. Boudh: 273
7. Cuttack: 944
8. Deogarh: 125
9. Dhenkanal: 131
10. Gajapati: 157
11. Ganjam: 214
12. Jagatsinghpur: 318
13. Jajpur: 396
14. Jharsuguda: 113
15. Kalahandi: 39
16. Kandhamal: 132
17. Kendrapada: 150
18. Keonjhar: 169
19. Khurda: 1451
20. Koraput: 251— I & PR Department, Odisha (@IPR_Odisha) May 22, 2021
New recoveries: 10881
Cumulative tested: 11241408
Positive: 679530
Recovered: 567382
Active cases: 109639— I & PR Department, Odisha (@IPR_Odisha) May 22, 2021