୧୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ, ଅନୁଗୋଳରେ ବଢୁଛି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧,୭୩୨ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୬୫୬୯ ଜଣ କ୍ୱାରେଣ୍ଟାଇନରେ ଥିଲେ। ବାକି ୫୧୬୩ଟି ହେଉଛି ଲୋକାଲ କେସ। ସେହିପରି ରାଜ୍ୟରେ କରୋନାରେ ଆଉ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୧୦ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୮୭୦ ଓ ଅନୁଗୋଳ ଜିଲ୍ଲାରୁ ୭୦୦ ଜଣ ଅଛନ୍ତି। ଅନୁଗୋଳରେ […]

corona

corona

Jitendra Garnayak
  • Published: Sunday, 16 May 2021
  • Updated: 16 May 2021, 09:33 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧,୭୩୨ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୬୫୬୯ ଜଣ କ୍ୱାରେଣ୍ଟାଇନରେ ଥିଲେ। ବାକି ୫୧୬୩ଟି ହେଉଛି ଲୋକାଲ କେସ। ସେହିପରି ରାଜ୍ୟରେ କରୋନାରେ ଆଉ ୧୯ ଜଣଙ୍କ ମୃତ୍ୟୁ ଘଟିଛି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୧୦ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୮୭୦ ଓ ଅନୁଗୋଳ ଜିଲ୍ଲାରୁ ୭୦୦ ଜଣ ଅଛନ୍ତି। ଅନୁଗୋଳରେ କ୍ରମଶଃ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି। ମେ ୧୦ ରୁ ୧୩ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ଦୈନିକ ସଂକ୍ରମଣ ୫ ଶହରୁ ଅଧିକ ରହିଥିଲା ବେଳେ ମେ ୧୪ ତାରିଖରେ ୬ ଶହରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆଉ ଗତ ୨୪ ଘଣ୍ଟାରେ ଅର୍ଥାତ‌୍‍ ମେ ୧୫ ତାରିଖରେ ଜିଲ୍ଲାରୁ ୭୦୦ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରୁ ୬୪୧ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪୭୨, ଭଦ୍ରକରୁ ୪୧୪, ବରଗଡ଼ରୁ ୩୬୩, ବଲାଙ୍ଗିରରୁ ୪୦୧, ବୌଦ୍ଧରୁ ୨୭୭, ଦେବଗଡ଼ରୁ ୧୨୯, ଢେଙ୍କାନାଳରୁ ୧୫୩, ଗଜପତିରୁ ୭୭, ଗଞ୍ଜାମରୁ ୨୫୯, ଜଗତସିଂହପୁରରୁ ୩୩୦, ଯାଜପୁରରୁ ୩୮୩, ଝାରସୁଗୁଡ଼ାରୁ ୩୯୧, କଳାହାଣ୍ଡିରୁ ୨୭୪, କନ୍ଧମାଳରୁ ୮୪, କେନ୍ଦ୍ରାପଡ଼ାରୁ ୧୩୯, କେନ୍ଦୁଝରରୁ ୨୨୦, କୋରାପୁଟରୁ ୨୮୯, ମାଲକାନଗିରିରୁ ୧୪୫, ମୟୂରଭଞ୍ଜରୁ ୪୧୮, ନବରଙ୍ଗପୁରରୁ ୪୧୭, ନୟାଗଡ଼ରୁ ୨୬୧, ନୂଆପଡ଼ାରୁ ୨୨୦, ପୁରୀରୁ ୩୯୦, ରାୟଗଡ଼ାରୁ ୨୪୫, ସମ୍ୱଳପୁରରୁ ୫୩୮ ଓ ସୋନପୁରରୁ ୨୫୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲରୁ ୨୬୭ ଜଣ ଚିହ୍ନଟ ହୋଇଛନ୍ତି।

୧୧,୭୩୨ ଟି ନୂଆ ମାମଲା ଆସିବା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ୨୨୪ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୨ ହଜାର ୪୫୫ ଜଣ ସୁସ୍ଥ ହୋଇସାରିଛନ୍ତି। ୧ ଲକ୍ଷ ୭ ହଜାର ୪୦୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୧୯ ଜଣଙ୍କ ଜୀବନ ଯିବା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୧୩ରେ ପହଞ୍ଚି ଯାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story