୧,୧୯୩ ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୬,୭୫୭କୁ ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ରାଜ୍ୟରେ ୧,୧୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୯୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୯୮ଟି ହେଉଛି ଲୋକାଲ୍ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୦ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୭୫୭କୁ ବୃଦ୍ଧି ପାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ କେବଳ ଖୋର୍ଦ୍ଧା ଜିଲ୍ଲାରୁ ୪୨୫ ଜଣ ଅଛନ୍ତି। ସେହିପରି […]

Corona

Corona

Jitendra Garnayak
  • Published: Friday, 13 August 2021
  • Updated: 13 August 2021, 10:54 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ରାଜ୍ୟରେ ୧,୧୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୯୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୯୮ଟି ହେଉଛି ଲୋକାଲ୍ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୦ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୭୫୭କୁ ବୃଦ୍ଧି ପାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ କେବଳ ଖୋର୍ଦ୍ଧା ଜିଲ୍ଲାରୁ ୪୨୫ ଜଣ ଅଛନ୍ତି। ସେହିପରି କଟକ ଜିଲ୍ଲାରୁ ୧୬୧ ଜଣ ଥିବା ବେଳେ ଅନୁଗୋଳରୁ ୪୯, ବାଲେଶ୍ୱରରୁ ୬୯, ବରଗଡ଼ରୁ ୧୦, ଭଦ୍ରକରୁ ୧୫, ବଲାଙ୍ଗିରରୁ ୯, ବୌଦ୍ଧରୁ ୩, ଦେବଗଡ଼ରୁ ୫, ଢେଙ୍କାନାଳରୁ ୩୧, ଗଜପତିରୁ ୨, ଗଞ୍ଜାମରୁ ୧୩, ଜଗତସିଂହପୁରରୁ ୫୬, ଯାଜପୁରରୁ ୫୦, ଝାରସୁଗୁଡ଼ାରୁ ୧୦, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୨୯, କେନ୍ଦୁଝରରୁ ୨୦, କୋରାପୁଟରୁ ୪, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୨୨, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୩୯, ନୂଆପଡ଼ାରୁ ୨, ପୁରୀରୁ ୩୪, ରାୟଗଡ଼ାରୁ ୯, ସମ୍ବଲପୁରରୁ ୧୧ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୯୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୧,୧୯୩ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୨ ହଜାର ୩୭୫ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୭୪ ହଜାର ୭୫୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦ ହଜାର ୮୦୯ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ ଯେଉଁ ୬୦ ମୃତକଙ୍କ ସଂପର୍କରେ ସୂଚନା ଦିଆଯାଇଛି, ସେମାନଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ୧୩ ଜଣ ଥିବା ବେଳେ କଟକରୁ ୧୧, ବଲାଙ୍ଗିରରୁ ୬, ଅନୁଗୋଳ, ଜଗତସିଂହପୁର ଓ ସମ୍ବଲପୁରରୁ ୫ ଜଣ ଲେଖାଏଁ, ଦେବଗଡ଼ରୁ ୪, ଢେଙ୍କାନାଳ ଓ ଯାଜପୁରରୁ ୩ ଜଣ ଲେଖାଏଁ, ବାଲେଶ୍ୱର ଓ ଝାରସୁଗୁଡ଼ାରୁ ୨ ଜଣ ଲେଖାଏଁ ଏବଂ ଭଦ୍ରକରୁ ଜଣେ ଅଛନ୍ତି।

ଏହା ସହିତ ବରଗଡ଼ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୯କୁ ବୃଦ୍ଧି ପାଇଥିବା ବେଳେ କଟକରେ ୪୮୫, ବଲାଙ୍ଗିରରେ ୧୧୮, ଅନୁଗୋଳରେ ୨୮୪, ଜଗତସିଂହପୁରରେ ୧୧୬, ସମ୍ବଲପୁରରେ ୨୦୯, ଦେବଗଡ଼ରେ ୪୬, ଢେଙ୍କାନାଳରେ ୧୪୦, ଯାଜପୁରରେ ୯୨, ବାଲେଶ୍ୱରରେ ୨୨୬, ଝାରସୁଗୁଡ଼ାରେ ୧୭୦ ଏବଂ ଭଦ୍ରକରେ ୯୬କୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲ୍ଲାରେ କରୋନାରେ ଏଯାବତ୍‌ ୧୩୬୬ ଜଣଙ୍କ ମୃତ୍ୟୁ ଘଟିସାରିଛି, ଯାହା ସାରା ରାଜ୍ୟରେ ସର୍ବାଧିକ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story