ବ୍ରହ୍ମପୁର: ଘରର ଛାତ ଉପରେ ଖେଳୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଭାଇ ଭଉଣୀ ଗୁରତର ହୋଇଛନ୍ତି। ବ୍ରହ୍ମପୁର ତୁଳସୀ ନଗର ତୃତୀୟ କଲୋନୀର ଜଗୁ ଶତପଥୀଙ୍କ ପୁଅ ଶ୍ରୀୟାଂଶୁ, ହୃଷିକେଷ ଶତପଥୀଙ୍କର ଝିଅ ଭୂମିକା, ଫ୍ରେଣ୍ଡସ କଲୋନୀସ୍ଥିତ ଫିଉସଙ୍କ ଘରକୁ ଖେଳିବାକୁ ଯାଇଥିଲେ। ସେଠାରେ ୧୧ କେଭି ତାର ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇଥିଲେ। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଉଭୟଙ୍କ ଶରୀର ପୋଡିଯାଇଥିବା ବେଳେ ସେମାନଙ୍କୁ ବ୍ରହ୍ମପୁର ବଡମେଡିକାଲରେ ଭର୍ତ୍ତି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଅ ମାଡ଼ରେ ଗଲା ମା’ର ଜୀବନ; ୨୦ ଘଣ୍ଟା ହେଲା ପଡ଼ିଛି ମୃତଦେହ
ପୁଲିସ ଅଭିଯୁକ୍ତ ପୁଅକୁ ନେଇ ଅଟକ ରଖିବା ସହ ଘଟଣା ସଂପର୍କରେ ପଚରାଉଚରା କରିଛି।
Crime
ବିଦ୍ୟୁତ୍ ଆଘାତରେ ୩ ହାତୀ ମୃତ୍ୟୁ ଘଟଣା; ୩ କ୍ଷେତ୍ର ବନ କର୍ମଚାରୀ ସସପେଣ୍ଡ
ଗତକାଲି ସମ୍ବଲପୁର ନାକଟିଦେଉଳ ରେଂଜ ବୁରମାଲ ଜଙ୍ଗଲରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୩ ଟି ହାତୀଙ୍କ ମୃତ୍ୟୁ ଘଟିଥିଲା।
Accident
ଗଛରେ ପିଟିହେଲା କାର୍; ଡ୍ରାଇଭର ଗୁରୁତର
ରାତିସାରା ଆଦିତ୍ୟ ଗୁରୁତର ଅବସ୍ଥାରେ କାର୍ ଭିତରେ ପଡ଼ି ରହିଥିଲେ।
Accident
ଓଲଟିଲା ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍, ଲାଗିଗଲା ନିଆଁ
ରାସ୍ତା କଡ଼କୁ ଏକ ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ ଓଲଟି ପଡ଼ିବାରୁ ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ ହୋଇ ଯାଇଛି।
Politics
ଆମ୍ବ ଟାକୁଆ ମୃତ୍ୟୁ: ପୁଣି ବିଜେଡି-ବିଜେପି ମୁହାଁମୁହିଁ, ଆରଡିସି ତଦନ୍ତ ରିପୋର୍ଟକୁ ଅପେକ୍ଷା
ଆମ୍ବ ଟାକୁଆ ଖାଇ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଥିବା ଦାରିଙ୍ଗିବାଡ଼ି ବ୍ଲକର ମାଣ୍ଡିପଙ୍କା ଗାଁର ଜିତା ମାଝୀଙ୍କର ଆଜି ମୃତ୍ୟୁ ହେବାପରେ ରାଜନୀତି ସରଗରମ ହୋଇଛି ।