ବାସି ମିଠା ଖାଇ ୧୨ଶିଶୁ ଅସୁସ୍ଥ

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଅନ୍ତର୍ଗତ ଅନ୍ତର୍ଦ୍ଦା ଗାଁରେ ଗତକାଲି ରାତିରେ ମିଠା ଖାଇ ୧୨ଜଣ ଶିଶୁ ଅସୁସ୍ଥ ହୋଇଛନ୍ତି। ଅସୁସ୍ଥ ଶିଶୁଙ୍କୁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗତକାଲି ପିଲାମାନେ ୮ଦିନ ତଳର ମିଠା ଖାଇଥିଲେ। ବାସି ମିଠା ଖାଇଥିବାରୁ ପିଲା ଅସୁସ୍ଥ ହୋଇଥିବା ଅନୁମାନ କରାଯାଉଛି। ସମସ୍ତଙ୍କ ଶିଶୁଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା  ଜଣାପଡ଼ିଛି।

basi,,,,,,,,,,

basi,,,,,,,,,,

Tapaswini Nayak
  • Published: Wednesday, 24 April 2019
  • Updated: 24 April 2019, 09:36 AM IST

Sports

Latest News

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଅନ୍ତର୍ଗତ ଅନ୍ତର୍ଦ୍ଦା ଗାଁରେ ଗତକାଲି ରାତିରେ ମିଠା ଖାଇ ୧୨ଜଣ ଶିଶୁ ଅସୁସ୍ଥ ହୋଇଛନ୍ତି। ଅସୁସ୍ଥ ଶିଶୁଙ୍କୁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଗତକାଲି ପିଲାମାନେ ୮ଦିନ ତଳର ମିଠା ଖାଇଥିଲେ। ବାସି ମିଠା ଖାଇଥିବାରୁ ପିଲା ଅସୁସ୍ଥ ହୋଇଥିବା ଅନୁମାନ କରାଯାଉଛି।

ସମସ୍ତଙ୍କ ଶିଶୁଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା  ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story